ନୂଆପଡାରେ ରେକର୍ଡ ମତଦାନ: ୫ଟା ସୁଦ୍ଧା ୭୫.୩୭ ପ୍ରତିଶତ ଭୋଟିଂ

ନୂଆପଡା/ଭୁବନେଶ୍ୱର: ନୂଆପଡାରେ ସରିଲା ଭୋଟିଂ । ୨ ଲକ୍ଷ ୫୩ ହଜାର ୬୨୪ ଜଣ ଭୋଟର ବାଛିଛନ୍ତି ନୂଆ ବିଧାୟକ । ଏଥର ନୂଆପଡା ଉପନିର୍ବାଚନରେ ରେକର୍ଡ ସଂଖ୍ୟକ ଭୋଟିଂ ହୋଇଛି । ସନ୍ଧ୍ୟା ୫ଟା ସୁଦ୍ଧା ୭୫.୩୭ ପ୍ରତିଶତ ଭୋଟିଂ ହୋଇଛି । ୧୪ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହୋଇଛି । ୩୫୮ଟି ମତଦାନ କେନ୍ଦ୍ରରୁ ୪୭ଟି ସମ୍ବେଦନଶୀଳ ଏବଂ ୮ ଅତି ସମ୍ବେଦନଶୀଳ ମତଦାନ କେନ୍ଦ୍ର ରହିଥିଲା । ଆସନ୍ତା ୧୪ ତାରିଖରେ ପ୍ରକାଶ ପାଇବ ଫଳାଫଳ ।
ନୂଆପଡା ଉପନିର୍ବାଚନରେ ଅପରାହ୍ନ ୩ଟା ସୁଦ୍ଧା ୬୫.୫୬ ପ୍ରତିଶତ ଭୋଟିଂ । ସକାଳ ୯ଟା ସୁଦ୍ଧା ପାଖିପାଖି ୧୫ ପ୍ରତିଶତ , ପରେ ୧୧ ସୁଦ୍ଧା ପାଖାପିଖି ୩୩ ପ୍ରତିଶତ ଏବଂ ୧ଟା ସୁଦ୍ଧା ପାଖାପାଖି ୫୨ ପ୍ରତିଶତ ଭୋଟିଂ ହୋଇଥିଲା ।

  • Related Posts

    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading
    ବଦଳିବେନି କଂଗ୍ରେସ ବିଧାୟକ ଦଳ ନେତା: ଭକ୍ତ ଦାସ

    ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କ ଦିଲ୍ଲୀ ଗସ୍ତ ଏବଂ ବିଧାୟକ ଦଳ ନେତା ପରିବର୍ତ୍ତନ ଚର୍ଚ୍ଚା ଭିତରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି । କହିଛନ୍ତି, କଂଗ୍ରେସ ବିଧାୟକ ମାନେ ଦିଲ୍ଲୀ ବୁଲିବାକୁ ଯାଇଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ