ନୂଆପଡାରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ୟ୍ୟକ୍ରମ

ନୂଆପଡା, ଭୁବନେଶ୍ୱର: ଭାରତର ପ୍ରଥମ ଗୃହ ମନ୍ତ୍ରୀ ଲୌହ ପୁରୁଷ ଭାରତରତ୍ନ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ୫୫୦ ଖଣ୍ଡ ଗଡ଼ଜାତ କୁ ଏକାଠି କରି ଆଜିର ଆଧୁନିକ ଭାରତକୁ ଏକ କରି ଏକ ବିଶାଲ ରାଷ୍ଟ୍ର ଭାବେ ଗଠନ କରିବାରେ ଥିଲେ ମୁଖ୍ୟ ନାୟକ। ତେଣୁ ଆଜିର ଦିନ ଟିକୁ ଦେଶ ବ୍ୟାପି ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଉଛି । ତାଙ୍କ ବଳିଦାନ କୁ ସମ୍ମାନ ଜଣାଇ ଆଜି ର ଦିନ ରେ ଦେଶ ବ୍ୟାପି ବିବିଧ କାର୍ୟ୍ୟକ୍ରମ ଆୟୋଜିତ କରାଯାଇଛି ।
ଏହି ମର୍ମ ରେ ଆଜି ନୂଆପଡ଼ା ବସଷ୍ଟାଣ୍ଡ ଠାରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଜେପି ରାଜ୍ୟ ସଭାପତି ମନ ମୋହନ ସାମଲ ସାମିଲ ହୋଇ ସମସ୍ତଙ୍କ ସହ ମିଶି ବସଷ୍ଟାଣ୍ଡ ଓ ଏହାର ପାରିପାର୍ଶିକ ଅଞ୍ଚଳ କୁ ଝାଡ଼ୁମାରି ସଫେଇ କରିଥିଲେ ।
ଆଜିର ଏହି କାର୍ୟ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ ଓଡ଼ିଶା ସରକାର ଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ , ବାଙ୍ଗିରିପୋଷି ବିଧାୟିକା ସଞ୍ଜଳି ମୁର୍ମୁ , ଯୁବ ନେତା ଅଭିନନ୍ଦନ ପଣ୍ଡା ଙ୍କ ସମେତ ବହୁ ବିଜେପି କର୍ମୀ, ପଦାଧିକାରୀ ଓ ସାଧାରଣ ଜନତା ସାମିଲ ହୋଇଥିଲେ ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ