ନୂଆବର୍ଷରେ କଂଗ୍ରେସ ଦେଖିବ ନୂଆ ସଭାପତି

ଭୁବନେଶ୍ୱର: ରାଜନୈତିକ ଦୃଷ୍ଟିକୋଣରୁ ବିଦାୟୀ ୨୦୨୪ ବର୍ଷ ରାଜ୍ୟର ରାଜନୈତିକ ଦଳଗୁଡ଼ିକ ପାଇଁ ଉଭୟ ତିକ୍ତ-ମଧୁର ଅନୁଭୂତି ଦେଇଥିବା ବେଳେ ୨୦୨୫ ତିନି ପ୍ରମୁଖ ରାଜନୈତିକ ଦଳ ପାଇଁ ଆହ୍ବାନ, ସଂଘର୍ଷ ଓ ସମ୍ମାନର ବର୍ଷ ହେବ।

କଂଗ୍ରେସ ଏପର୍ୟ୍ୟନ୍ତ ଏକ ସଠିକ୍‌ ନେତୃତ୍ୱ ଖୋଜୁଥିବା ବେଳେ ନୂଆବର୍ଷରେ ଦଳ ନୂଆ ସଭାପତି ଦେଖିବ। ସମ୍ପ୍ରତି କଂଗ୍ରେସ ଭୋଟବ୍ୟାଙ୍କର ସିଂହଭାଗ ଗତ ନିର୍ବାଚନରେ ଉଭୟ ବିଜେଡି ଓ ବିଜେପିକୁ ପାଖକୁ ଯାଇଛି। ବିଶେଷ ଭାବରେ କଂଗ୍ରେସ ଭୋଟ ଅଧିକ ପରିମାଣରେ ବିଜେପିକୁ ଲାଭାନ୍ୱିତ କରିଛି। ତେଣୁ ନିଜ ଲୋକଙ୍କୁ ନିଜ ପାଖକୁ ଫେରାଇ ଆଣିବା, ସଂଗଠନକୁ ମଜଭୁତ୍‌ କରିବା ସର୍ବୋପରି ଗୋଷ୍ଠୀବିବାଦରୁ ମୁକୁଳିବା ପାଇଁ କଂଗ୍ରେସକୁ ଅନେକ ସଂଘର୍ଷ କରିବାକୁ ପଡ଼ିବ। ରାଜନୈତିକ ଦୃଷ୍ଟିକୋଣରୁ ୨୦୨୫ ରାଜ୍ୟ ରାଜନୀତିରେ ଅନେକ ନୂଆ ପଟ୍ଟକଥା ଲେଖିପାରେ। ଏହାର ଇଙ୍ଗିତ ୨୦୨୪ ମସିହାରେ ବିଭିନ୍ନ ରାଜନୈତିକ ଘଟଣାବଳୀରୁ ଅଳ୍ପବହୁତେ ମିଳିସାରିଛି। ଅତଏବ ଉପରୋକ୍ତ ୩ ଦଳର ନିଷ୍ଠା, ଚେଷ୍ଟା ଓ ପ୍ରଚେଷ୍ଟା ଆଗାମୀ ବର୍ଷରେ ସେମାନଙ୍କ ଗତିପଥକୁ ନିର୍ଣ୍ଣୟ କରିବ ବୋଲି ରାଜନୈତିକ ବିଶେଷଜ୍ଞମାନେ ମତବ୍ୟକ୍ତ କରିଛନ୍ତି।

  • Related Posts

    ପୁଣି ସକ୍ରିୟ ହେଲେ କି ପାଣ୍ଡିଆନ ?

    ପୁରୀ/ଭୁବନେଶ୍ବର: ସାଧାରଣ ନିର୍ବାଚନ 2024ରେ ବିଜେଡିର ପରାଜୟ ପରେ ରାଜନୀତିରୁ ଅବସର ଘୋଷଣା କରିଥିବା ଭୈରବ କାର୍ତ୍ତିକେୟନ ପାଣ୍ଡିଆନ ପୁଣି ସକ୍ରିୟ ହେଉଛନ୍ତି କି ? ଶନିବାର ବିଳମ୍ବିତ ରାତିରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ବିଜେଡି…

    Continue reading
    ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ କଳଙ୍କିତ ଅଧ୍ୟାୟର ଆଖ୍ୟା ଦେଇଛନ୍ତି ଯୁବସମାଜ

    ଭୁବନେଶ୍ବର,: ଛାତ୍ର ସଂସଦ ନିର୍ବାଚନକୁ ନେଇ ତେଜିଲା ରାଜନୀତି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟ ପରେ କଡା ଜବାବ ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି ଯେ ଓଡ଼ିଶାରେ ଛାତ୍ର ସଂସଦ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି