ନୟାଗଡ଼ରେ ମୋହନ ମାଝୀ

ନୟାଗଡ଼: ନୟାଗଡ଼ରେ ଫସଲ କ୍ଷତି ଅନୁଧ୍ୟାନ କରୁଛନ୍ତି ମୋହନ ମାଝୀ । ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତିର ଅନୁଧ୍ୟାନ କରୁଛନ୍ତି । ଦୁଇଦୁଇଟି ଅଦିନିଆ ଲଘୁଚାପ ବର୍ଷା ନୟାଗଡ଼ ଜିଲ୍ଲାରେ ଧାନ ଫସଲକୁ ଉଜାଡ଼ି ଦେଇଛି । ଜିଲ୍ଲାର ୩ଟି ବ୍ଲକ୍ ରଣପୁର, ଓଡ଼ଗାଁ ଏବଂ ନୟାଗଡ଼ରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଜିଲ୍ଲାର କ୍ଷତିଗ୍ରସ୍ତ ଚାଷୀଙ୍କ ସହ ଆଲୋଚନା କରିବା ସହ ଚାଷଜମି ଦେଖିବା ପାଇଁ ମୁଖ୍ୟମନ୍ତ୍ରୀ ରବିବାର ଜିଲ୍ଲାର ରଣପୁର ବ୍ଲକର କାଣ୍ଡପଡ଼ା ଗାଁରେ ଫସଲ କ୍ଷୟକ୍ଷତିର ଅନୁଧ୍ୟାନ କରୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଗୁହାରୀ କରିବାକୁ ଚାଷୀ ଗଜାଧାନକୁ ଧରି ବିଲ ପାଖରେ ଅପେକ୍ଷା କରିଛନ୍ତି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ