ପାଣ୍ଡିଆନ ଡାକିଥିଲେ: ସୁନନ୍ଦା

ଭୁବନେଶ୍ୱର:ବିଜେଡି ଛାଡ଼ିବା ପରେ ସୁନନ୍ଦା ଦାସ ବିସ୍ଫୋରକ ବୟାନ ରଖିଛନ୍ତି । ସେ କହିଛନ୍ତି ଯେ ଟିକେଟ କରିବା ପରେ ଭି.କେ ପାଣ୍ଡିଆନ ମୋତେ ଡାକିଥିଲେ । ଆଉ ମୁଁ ବି ନବୀନ ନିବାସ ଯାଇଥିଲି । ମୁଁ ଯାଜପୁର ବ୍ୟାପାରରେ ମୁଣ୍ଡ ପୂରାଇ ପାରିଲି ନାହିଁ ବୋଲି ଟିକେଟ କଟିଲା ବୋଲି ପାଣ୍ଡିଆନ କହିଥିଲେ । ଆପଣ କଣ୍ଟାବାଞ୍ଜି ଯାଇ ପ୍ରଚାର କରନ୍ତୁ, ପରେ ବୁଝାଯିବ ବୋଲି ପାଣ୍ଡିଆନ କହିଥିଲେ ।

ଅନ୍ୟପକ୍ଷରେ ତତକାଳୀନ ବିଜେଡି ସାଂଗଠନିକ ସମ୍ପାଦକଙ୍କ ନାମ ନନେଇ ସୁନନ୍ଦା ବର୍ଷିଛନ୍ତି । ‘ ମୁଁ ଅଶୋକ ଦାସଙ୍କ ପୁଅ, ପଛରୁ ଛୁରୀ ଭୁସିବା ଲୋକ ନୁହେଁ ବୋଲି କହୁଥିଲେ । ତେଣୁ ମୋର ତାଙ୍କ ଉପରେ ଟିକେଟ ମିଳିବା ନେଇ ପୂର୍ଣ୍ଣ ଭରସା ରହିଥିଲା । ଟିକେଟ ଦେବା ଲୋକ ମୁଁ ଓ ଟେକେଟ କାଟିବା ଲୋକ ମୁଁ ବୋଲି କହିଥିଲେ । ଦେବାଶିଷ ନାୟକଙ୍କୁ ହଟାଇବା ପାଇଁ ମୋତେ ଡାକି ମିଶାଇଥିଲେ । ୨୦୧୯ରେ ନିର୍ବାଚନ ଜିତବା ପରେ  ବରୀବାସୀଙ୍କ ପାଇଁ କାମ କରୁଥିଲି । ରାତିରେ ମୋତେ ବେଷ୍ଟ ଅଫ ଲକ କହିଲେ, କିନ୍ତୁ ସକାଳେ ଟିକେଟ କଟିଲା । ମୋ ଟିକେଟ କାହିଁକି କଟିଲା ତାଙ୍କୁ ପଚାରନ୍ତୁ ସେ ହିଁ କହିପାରିବେ । ମୋ ଟିକେଟ ସେ ହିଁ କାଟିଛନ୍ତି ବୋଲି ସୁନନ୍ଦା ଦାସ କହିଛନ୍ତି ।

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ