ପିଏମ୍‌ କିଷାନରେ ଓଡ଼ିଶାରୁ ୩୪ ଲକ୍ଷ ୯୫ ହଜାର ୧୪୭ ଚାଷୀ ସାମିଲ: ସଚିବ

ଭୁବନେଶ୍ୱର: କୃଷି ସଚିବ ଅରବିନ୍ଦ ପାଢ଼ୀ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ପିଏମ୍‌ କିଷାନ ଯୋଜନାରେ ଓଡ଼ିଶାରୁ ୩୪ ଲକ୍ଷ ୯୫ ହଜାର ୧୪୭ ଚାଷୀଙ୍କୁ ସାମିଲ କରାଯାଇଥିବା କୃଷି ସଚିବ ପାଢ଼ୀ କହିଛନ୍ତି।

ସ୍ବତନ୍ତ୍ର ଡ୍ରାଇଭ ମାଧ୍ୟମରେ କୃଷି ବିଭାଗ ପକ୍ଷରୁ ଚାଷୀଙ୍କୁ ଏହି ଯୋଜନାରେ ସାମିଲ କରାଯାଇଛି। ଗତ ଥର ଅପେକ୍ଷା ଏଥର ୩ ଲକ୍ଷ ୪୩ ହଜାର ୪୪୭ ଚାଷୀଙ୍କ ବୃଦ୍ଧି ଘଟିଥିବା ସେ ସୂଚନା ଦେଇଛନ୍ତି। ଯେଉଁମାନେ ବାଦ ପଡ଼ିଛନ୍ତି ପରବର୍ତ୍ତୀ ସମୟରେ ପୋର୍ଟାଲରେ ଆବେଦନ କରିପାରିବେ ବୋଲି ସଚିବ ପାଢ଼ୀ କହିଛନ୍ତି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ ବରିଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ