ପୁଣି ଆଇସିୟୁରେ ଅଭିଜିତ୍‌ ମଜୁମ୍‌ଦାର

ଭୁବନେଶ୍ୱର: ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମ୍‌ଦାର(ଦାଦା)। ସ୍ନାୟୁଜନିତ ସମସ୍ୟାରେ ସୁଧାର ନ ଆସିବାରୁ ପୁଣି ଆଇସିୟୁକୁ ସ୍ଥାନାନ୍ତର ହୋଇଛନ୍ତି ଦାଦା। ଗତ ୨୪ ଘଣ୍ଟାରେ ଅଭିଜିତ୍‌ଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ଘଟିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ତେବେ ସେପ୍ଟେମ୍ବର ୪ରୁ ଏମ୍ସରେ ଚିକିତ୍ସିତ ହେଉଛନ୍ତି ଅଭିଜିତ୍‌।
ଅଗଷ୍ଟ ୨୭ରେ ଗଣେଶ ପୂଜା ସମୟରେ ସଙ୍ଗୀତ କାର୍ୟ୍ୟକ୍ରମରେ ସ୍ୱାସ୍ଥ୍ୟ ସମସ୍ୟା ଅନୁଭବ କରିବା ପରେ ଅଭିଜିତ୍‌ଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅନ୍ୟ ଏକ ଘରୋଇ ହସ୍ପିଟାଲର ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା। ସେପ୍ଟେମ୍ବର ୪ରେ ତାଙ୍କୁ ଏମ୍ସ-ଭୁବନେଶ୍ୱରକୁ ରେଫର କରାଯାଇଥିଲା, ଯେଉଁଠାରେ ତାଙ୍କୁ ହାଇପରଟେନସନ, ହାଇପୋଥାଇରଏଡିଜମ ଓ କ୍ରନିକ ଯକୃତ ରୋଗ ସମେତ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ଚିହ୍ନଟ ହୋଇଛି।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ