ପୁଣି କମ୍ପିବ ବାରବାଟୀ:୧୬ରେ ଖେଳିବେ ସେଲିବ୍ରିଟି

ଭୁବନେଶ୍ବର: ଆସନ୍ତା ୧୬ ତାରିଖରେ ପୁଣି କମ୍ପିବ ବାରବାଟୀ ଷ୍ଟାଡିୟମ। ଦେଶର ନାମିଦାମୀ ସେଲିବ୍ରିଟିମାନେ ବାରବାଟୀ ଗ୍ରାଉଣ୍ଡରେ ଖେଳିବେ କ୍ରିକେଟ ମ୍ୟାଚ। ତା ପୂର୍ବରୁ ଗୁରୁବାର କ୍ରୀୟୁ ମେମ୍ବରମାନେ ବାରବାଟୀ ଷ୍ଟାଡିୟମର ସ୍ଥିତି ପରଖିଛନ୍ତି।

୧୬ ତାରିଖରେ ବାରବାଟୀରେ ଖେଳାଯିବ ୩ ଟି ମ୍ୟାଚ। ସକାଳ ୧୦ ଟାରେ ଓଡିଶା ରଣଜୀ ଟିମ ସହିତ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଖେଳିବ ଓଲିଉଡ଼ ଇଲେଭେନ। ଅପରାହ୍ନ ୨ ଟାରେ ହେବ ଅସଲ ଟୋଣ୍ଟି -୨୦ ମ୍ୟାଚ। ପ୍ରଥମ ମ୍ୟାଚ ପଞ୍ଜାବ ସହିତ ଭୋଜପୁରୀ ଟିମ ଖେଳିବ। ସନ୍ଧ୍ୟାରେ ବେଙ୍ଗଲ ଟିମକୁ ଭେଟିବ ଟିମ ମୁମ୍ବାଇ। ତେବେ ୧୫ ରେ ସମସ୍ତ ଟିମ ବାରବାଟୀରେ ପ୍ରାକ୍ଟିସ କରିବେ। ୧୬ ତାରିଖରେ ହେବ ସେଲେବ୍ରିଟି କ୍ରିକେଟ ମ୍ୟାଚ।

  • Related Posts

    ଆଜି ସୁପର କିଙ୍ଗ୍‌ସ-କିଙ୍ଗ୍‌ସ ମୁକାବିଲା

    କଲକାତା: ଆଇପିଏଲରେ ଶୁକ୍ରବାର ଚେନ୍ନଇ ସୁପରକିଙ୍ଗ୍‌ସ ଓ ପଞ୍ଜାବ କିଙ୍ଗ୍‌ସ ମଧ୍ୟରେ ସପ୍ତମ ମ୍ୟାଚ ଖେଳାଯିବ। ଉଭୟ ଦଳ ଦ୍ବିତୀୟ ମ୍ୟାଚରେ ଅବତ୍ତୀର୍ଣ୍ଣ ହେ​‌େ​‌ବ। ଚେନ୍ନଇ ସୁପରକିଙ୍ଗ୍‌ସ ପ୍ରଥମ ମ୍ୟାଚରେ ପରାଜିତ ହୋଇଥିବାବେଳେ ପଞ୍ଜାବ କିଙ୍ଗ୍‌ସ ବିଜୟ ହାସଲ କରିଥିଲା। ଋତୁରାଜ…

    Continue reading
    ଲକ୍ଷ୍ନୌକୁ ୬ ଓ୍ବିକେଟରେ ହରାଇଲା ଦିଲ୍ଲୀ

    ଲକ୍ଷ୍ନୌ:ଆଇପିଏଲ୍ ୨୦୨୬ ର ପଞ୍ଚମ ଲିଗ୍ ମ୍ୟାଚ୍ ରେ, ଦିଲ୍ଲୀ କ୍ୟାପିଟାଲ୍ସ ଲକ୍ଷ୍ନୌ ସୁପରଜାଏଣ୍ଟସ୍ କୁ ୬ ୱିକେଟରେ ପରାସ୍ତ କରିଛି। ସମୀର ରିଜଭି ଏବଂ ଟ୍ରିଷ୍ଟନ୍ ଷ୍ଟବ୍ସ ଦଳକୁ ବିଜୟୀ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହି ଯୋଡ଼ି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ