ପୁଣି ଦଳୀୟ ବିଧାୟକଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

ଭୁବନେଶ୍ବର: ବୁଧବାର ନବୀନ ନିବାସରେ ପାଖାପାଖି ୪୦ ମିନିଟ ଧରି ବିଧାୟକମାନଙ୍କ ସହିତ ଆଲୋଚନା କରିଥିଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡି ଉପସଭାପତି ଦେବୀ ମିଶ୍ର, ବିଜେଡ଼ି ନେତା ଅତନୁ ସବ୍ୟସାଚୀ ନାୟକ ମଧ୍ୟ ବୈଠକରେ ଉପସ୍ଥିତ ଥିଲେ। ବିଧାନସଭା ଶେଷ ହେବାପରେ ଦଳର ସାଙ୍ଗଠନିକ କାର୍ୟ୍ୟକ୍ରମ କିପରି ଆଗକୁ ଚାଲୁ ରହିବ ଏନେଇ ବୈଠକରେ ମନ୍ତ୍ର ଦେଇଛନ୍ତି ନବୀନ। ମୁଖ୍ୟତଃ ୨୧ ତାରିଖ ପର୍ୟ୍ୟନ୍ତ ଚାଲୁଥିବା ସଦସ୍ୟତା ଅଭିଯାନକୁ ଆଗକୁ ବଢାଇବା ସହିତ ଯେଉଁଠି କମ ସଦସ୍ୟତା ଏପର୍ୟ୍ୟନ୍ତ ହୋଇଛି ସେହି ଅଞ୍ଚଳରେ ଅଧିକ ସଦସ୍ୟ ଯୋଡିବା ପାଇଁ ସୁପ୍ରିମୋ କହିଛନ୍ତି। ସେହିପରି ତୃଣମୂଳ ସ୍ତରରେ ସଂଗଠନର କାର୍ୟ୍ୟ ଉପରେ ମଧ୍ୟ ଆଲୋଚନା କରାଯାଇଛି।ଏହି ବୈଠକ ସାଙ୍ଗଠନିକ ବୃଦ୍ଧି ଓ ଦଳର ସଦସ୍ୟତା ଉପରେ ଗୁରୁତ୍ୱ ଦେଇଥିବା କହିଛନ୍ତି ବିଜେଡ଼ି ଉପ ସଭାପତି ଦେବୀ ମିଶ୍ର।

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ