ପୁଣି ବଢିଲା ସୁନା ଦାମ୍‌

ଭୁବନେଶ୍ୱର : ଚିନ୍ତା ବଢାଇ ଚାଲିଛି ସୁନା ଦର । ଲଗାତାର ବୃଦ୍ଧି ପାଉଛି ଦର । ମେ’ ୮ ଅର୍ଥାତ୍‌ ଗୁରୁବାର ସୁନା ଦର ପୁଣି ବଢିଛି । ୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌ ପ୍ରତି ୯୯,୬୦୦ରେ ପହଞ୍ଚିଛି । ଗତକାଲି ଏହା ୯୯,୦୦୦ ଟଙ୍କା ଥିଲା । ଏଥିରେ ୬୦୦ ଟଙ୍କା ବୃଦ୍ଧି ହୋଇଛି।

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୧,୩୦୦ ରହିଛି । ଗତକାଲି ଏହା ୯୦,୭୫୦ ଟଙ୍କା ଥିଲା । ଏଥିରେ ୫୫୦ ଟଙ୍କା ବୃଦ୍ଧି ହୋଇଛି ।

  • Related Posts

    ଲଘୁଚାପ ଆଣିବ ବଡ଼ ବର୍ଷା, ଉପକୂଳରେ ପ୍ରବଳ କାଚିବ

    ଭୁବନେଶ୍ୱର; ପାର୍ବଣକୁ ପାଣିଚିଆ କରିପାରେ  ବର୍ଷା । ଏ ସମ୍ଭାବନାକୁ ଆହୁରି ବଢ଼ାଇ ଦେଇଛି ୟୁରୋପୀୟ ମଡେଲ୍‌ ଇସିଏମଡବ୍ୟୁଏଫର ତାଜା ପୂର୍ବାନୁମାନ । ଏହି ମଡେଲ୍‌ ଅନୁସାରେ ସମ୍ଭାବ୍ୟ  ଲଘୁଚାପ ଘନୀଭୂତ ହୋଇ ଅବପାତ, ଗଭୀର ଅବପାତ ହୋଇପାରେ । ଗଭୀର…

    Continue reading
    ଗିରଫ ହେଲେ କୋଟିପତି ଯନ୍ତ୍ରୀ

    ବାଲେଶ୍ୱର/ବେତନଟୀ: ବେଆଇନ୍ ସମ୍ପତ୍ତି ଠୁଳ କରିଥିଲେ । ଦିନେ ନା ଦିନେ ଭିଜିଲାନ୍ସ ଚଢ଼ଉ ହେବ ଆଶଙ୍କା ମଧ୍ୟ କରିଥିଲେ । ଏଥିରୁ ବର୍ତ୍ତିବାକୁ ସମ୍ପତ୍ତିର କାଗଜପତ୍ର ଜଣେ ବିଶ୍ୱସ୍ତ ଠିକାଦାରଙ୍କ ଘରେ ମାଟିତଳେ ଲୁଚାଇଥିଲେ । କିନ୍ତୁ ଉପାୟ କାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ