ବିଜେଡି ଶାସନରେ ହୋଇଥିଲା ୧୦୦୦ କୋଟିର ଡିଲ : ଶଙ୍କର ପୃଷ୍ଟି

ଭୁବନେଶ୍ବର: ଓଡ଼ିଶା ପୁଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାରେ ବଡ଼ ବୟାନ ଦେଇଛି ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି। ଶଙ୍କର ପୃଷ୍ଟି କହିଛି, ପୂର୍ବ ସରକାରରେ ହୋଇଥିଲା ହଜାରେ କୋଟି ଟଙ୍କାର ଡିଲ୍। ଷଡ଼ଯନ୍ତ୍ରକାରୀଙ୍କ ମୁଖା ଖୋଲିଦେବି। ସରେଣ୍ଡର୍ କରିନଥିଲେ ଏହି ଡିଲ୍‌ କଥା ସାମ୍ନାକୁ ଆସିନଥାନ୍ତା। ଭୁବନେଶ୍ବରରେ ପହଞ୍ଚିଛି ଓଡ଼ିଶା ପୁଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି। ବିମାନବନ୍ଦରରୁ ସିଧା କଟକ କ୍ରାଇମବ୍ରାଞ୍ଚ ଅଫିସ ମୁଖ୍ୟ କାର୍ୟ୍ୟାଳୟକୁ ନିଆଯାଇଛି। ସେଠାରେ ତାକୁ ଜେରା କରୁଛନ୍ତି ପୁଲିସ୍। ଏଣେ ଶଙ୍କର କହିଛି ଯେ ତା ଉପରେ ଯେଉଁ ଅଭିଯୋଗ ଆସିଛି ତାହା ମିଥ୍ୟା। ହାଇକୋର୍ଟରେ ମୁଁ ଆଗୁଆ ଜାମିନ ଆବେଦନ କରିଛି।
ସୂଚନାଯୋଗ୍ୟ, ଶଙ୍କର ପୃଷ୍ଟିକୁ କ୍ରାଇମବ୍ରାଞ୍ଚ ଗତକାଲି ନେପାଳ ସୀମାରୁ ଗିରଫ କରିଥିଲା। ଏହାପରେ ତାକୁ ଭୁବନେଶ୍ବରକୁ ଆଣିଛି କ୍ରାଇମବ୍ରାଞ୍ଚ ଟିମ୍। ଗାଜିଆବାଦରେ ଥିବା ଶଙ୍କରର ଘରେ କ୍ରାଇମବ୍ରାଞ୍ଚ ଟିମ୍ ପୂର୍ବରୁ ଚଢ଼ଉ କରିଥିବା ବେଳେ ସେ ସେଠାରୁ ନେପାଳ ଫେରାର ହୋଇ ଯାଇଥିଲା। ଗାଜିଆବାଦ ଘରେ ସ୍ତ୍ରୀ ଓ ପିଲାଙ୍କୁ ରଖିଥିଲା ଶଙ୍କର। ନେପାଳରୁ ସେ ଉତ୍ତରାଖଣ୍ଡର ଚମ୍ପାବତକୁ ଆସି ଜାମିନ ପାଇଁ ଜଣେ ଓକିଲଙ୍କ ସହ ଯୋଗାଯୋଗ କରିଥିଲା।

  • Related Posts

    ଭୋଟର ତାଲିକାରେ ନାମ ସାମିଲ ପାଇଁ ୩୩,୫୧୫ଟି ଫର୍ମ-୬ ଆବେଦନ ଗ୍ରହଣ

    ୩ ଦିନରେ ରାଜ୍ୟବ୍ୟାପୀ ୨୬,୪୪୬ଟି ସ୍ୱତନ୍ତ୍ର ଶିବିର ଆୟୋଜନ ଭୁବନେଶ୍ୱର : ୧୦ ଅକ୍ଟୋବର ୨୦୨୬ ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାରେ ଭୋଟର ତାଲିକାରେ ନାମ ସାମିଲ କରିବା ଉଦ୍ଦେଶ୍ୟରେ ଅକ୍ଟୋବର ୭, ୮ ଓ ୯ ତାରିଖରେ…

    Continue reading
    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ