ପୂର୍ବତନ ବଣାଇ ବିଧାୟକ ହେମେନ୍ଦ୍ର ପ୍ରସାଦଙ୍କ ପରଲୋକ

ଲହୁଣୀପଡ଼ା; ପରଲୋକରେ ପୂର୍ବତନ ବଣାଇ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ର । ୯୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ସେ ବାର୍ଦ୍ଧକ୍ୟ ଜନିତ ସମସ୍ୟାରେ ପୀଡିତ ଥିଲେ । ଲହୁଣୀପଡ଼ା ବ୍ଲକ୍ ଖୁଣ୍ଟାଗାଁ ନୂଆଡ଼ିହି ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି । ହେମେନ୍ଦ୍ରଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳ ଏବଂ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ଶେଷ ଦର୍ଶନ ପାଇଁ ବହୁ ବିଶିଷ୍ଠ ଲୋକ ଘରେ ପହଞ୍ଚିଛନ୍ତି ।

ସୂଚନା ଅନୁଯାୟୀ, ସୁନ୍ଦରଗଡ଼ ଜିଲ୍ଲା ବଣାଇ ନିର୍ବାଚନ ମଣ୍ଡଳୀରେ ତିନି ଥର ବିଧାୟକ ଥିଲେ ହେମେନ୍ଦ୍ର ପ୍ରସାଦ ମହାପାତ୍ର । ସେ ୧୯୬୧ରୁ ୧୯୭୩ ମସିହା ପର୍ୟ୍ୟନ୍ତ ସ୍ୱତନ୍ତ୍ର ଓ ଗଣପରିଷଦରୁ ତିନି ଥର ବଣାଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବହୁ ବିଶିଷ୍ଟ ଲୋକ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ