ପୋଖରୀରେ ବୁଡି ଯୁବତୀ ମୃତ

ଦେବଗଡ:ଦେବଗଡ଼ ଥାନା କାଲକାଠ ଗ୍ରାମର ଥିବା ପୋଖରୀରୁ ଆଜି ସକାଳେ ଭାସୁଥିବା ଅବସ୍ଥାରେ ଏକ ଶବ ଉଦ୍ଧାର ହୋଇଛି। ମୃତା ଯୁବତୀ ସେହି ଗାଁର ଖାଡିକର ପ୍ରଧାନଙ୍କ ଝିଅ ଦୀପାଳି(୨୫)।ସୂଚନା ଅନୁଯାୟୀ,ଦୀପାଳି ଗତକାଲି ସକାଳେ ପୋଖରୀକୁଗାଧୋଇବାକୁ ଆସି ଘରକୁ ଫେରିନଥିଲେ।ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ।ଏ ନେଇ ଦେବଗଡ଼ ଥାନାରେ ପରିବାର ଲୋକ ଅଭିଯୋଗ କରିଥିଲେ।ତେବେ ଆଜି ସକାଳେ
ପୋଖରୀରେ ଶବ ଭାସୁଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ। ଏ ନେଇ ପରିବାର ଲୋକ ପୁଲିସ ସୂଚନା ଦେଇଥିଲେ। ଅଗ୍ନିଶମ ବାହିନୀ ସହାୟତାରେ ଶବ ଉଦ୍ଧାର କରିଥିଲେ।ପୁଲିସ ଶବ ଜବତ କରି ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

  • Related Posts

    snake bite ସାପ କାମୁଡ଼ାରେ ଭାଇ-ଭଉଣୀଙ୍କ ମୃତ୍ୟୁ

    ରାଉରକେଲା: ସାପ କାମୁଡ଼ାରେ ଦୁଇ ନାବାଳକ ଭାଇ-ଭଉଣୀଙ୍କ ମୃତ୍ୟୁ ଘଟିଛି। ରାଉରକେଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ଗୀର୍ଜାଟୋଲିରେ ଏହି ଅଭାବନୀୟ ଘଟଣା ଘଟିଛି।ମୃତକମାନେ ହେଲେ ୧୦ ବର୍ଷୀୟ ସମୀର ହରୋ ଓ ତାଙ୍କ ୮ ବର୍ଷୀୟ ଭଉଣୀ ସାଇରନ୍ ହରୋ। ସୂଚନା…

    Continue reading
    grivance ଗୁରୁସଙ୍ଗରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

    ଦେବଗଡ଼:ବାରକୋଟ ବ୍ଲକର ଗୁରୁସଙ୍ଗ ପଞ୍ଚାୟତର ସମ୍ମିଳନୀ କକ୍ଷରେ ଆଜି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ଓ ଏସପି କିଶୋର ଚନ୍ଦ୍ର ମୁଣ୍ଡ ଯୋଗଦେଇ ୪୬ ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ