ପ୍ରତିକୂଳ ପାଣିପାଗ:ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ ବାତିଲ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ ବାତିଲ । ଆକାଶମାର୍ଗରୁ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଥାନ୍ତେ ମୁଖ୍ୟମନ୍ତ୍ରୀ । କିନ୍ତୁ ପ୍ରତିକୂଳ ପାଣିପାଗ ପାଇଁ ବାତିଲ ହେଲା ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ କାର୍ୟ୍ୟକ୍ରମ । ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ୟ୍ୟର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଉପସ୍ଥିତ ରହିବେ ରାଜସ୍ୱ ଏବଂ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଓ ବରିଷ୍ଠ ଅଧିକାରୀ ।

ବାତ୍ୟା ଦାନା ଦ୍ୱାରା ଭଦ୍ରକ ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି । କେନ୍ଦ୍ରାପଡା, ବାଲେଶ୍ଵର, ଯାଜପୁର, ପୁରୀ ଜଗତସିଂହପୁର, କେନ୍ଦୁଝରରେ ହୋଇଛି କ୍ଷୟକ୍ଷତି । ୭ ଦିନ ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ । ଘର ଭଙ୍ଗା ଆକଳନ ରାଜସ୍ୱ ବିଭାଗ କରିବାକୁ ଥିବାବେଳେ ଅନ୍ୟ କ୍ଷୟକ୍ଷତିର ଆକଳନ କରିବେ କୃଷି, ସମବାୟ ଓ ପରିସଂଖ୍ୟାନ ବିଭାଗ । ସ୍ୱଳ୍ପ ଭାଙ୍ଗିଥିବା ଘର ତୁରନ୍ତ ମରାମତି ସହ ସମ୍ପୂର୍ଣ୍ଣ ଭାଙ୍ଗିଥିବା ପରିବାରକୁ ପକ୍କା ଘର ମିଳିବ । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ଏବଂ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।

Related Posts

ରାଷ୍ଟ୍ରପତି ଭବନକୁ ଯିବ ୩ ରଥର ତିନି ଚକ

ପୁରୀ : ରାଷ୍ଟ୍ରପତି ଭବନକୁ ଯିବ ଶ୍ରୀଜିଉଙ୍କ ରଥଯାତ୍ରାର ୩ ରଥର ଗୋଟାଏ ଲେଖାଏଁ ଚକ । ଏହି ଚକଗୁଡ଼ିକ ରାଷ୍ଟ୍ରପତି ଭବନରେ ଶୋଭା ପାଇବ । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି ।…

Continue reading
ଆଜି ଦିଲ୍ଲୀ ଫେରିଯିବେ

ଭୁବନେଶ୍ବର: ବ୍ରହ୍ମପୁରରୁ ଆସି ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବ୍ରହ୍ମପୁରରୁ ସ୍ୱତନ୍ତ୍ର ଟ୍ରେନ୍ ରେ ଭୁବନେଶ୍ୱର ଫେରିଛନ୍ତି ରାଷ୍ଟ୍ରପତି। ବ୍ରହ୍ମପୁରରୁ ସ୍ବତନ୍ତ୍ର ଟ୍ରେନରେ ଭୁବନେଶ୍ବର ଫେରିବା ପରେ ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି। ୩ ଦିନିଆ ଓଡ଼ିଶା…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ