ପ୍ରଦୀପ ପାଣିଗ୍ରାହୀ ସମସ୍ତ ମାମଲାରେ ଦୋଷମୁକ୍ତ

ଭୁବନେଶ୍ୱର: ବିଜେପି ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ନେଇ ବୁଧବାର ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଉଛି ସେ ସମସ୍ତ ମାମଲାରେ ଦୋଷମୁକ୍ତ ହୋଇଛନ୍ତି । ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ ତାଙ୍କୁ ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି । ଗତକାଲି ମଧ୍ୟ କୋର୍ଟ ତାଙ୍କୁ ୨ଟି ମାମଲାରେ ଦୋଷମୁକ୍ତ କରିଥିଲେ ।

ଟାଟା କମ୍ପାନିରେ ନିଯୁକ୍ତି ନାଁରେ ଟଙ୍କା ଠକେଇ କରିବା ନେଇ ଗୋପାଳପୁରର ପୂର୍ବତନ ବିଧାୟକ ତଥା ବର୍ତ୍ତମାନର ସାଂସଦ ପ୍ରଦୀପଙ୍କ ନାମରେ ଅଭିଯୋଗ ହୋଇଥିଲା। ପ୍ରଥମେ କ୍ରାଇମ୍‌ବ୍ରାଞ୍ଚ ନିକଟରେ ଅଭିଯୋଗ ପରେ କଟକ ସାଇବର୍‌ ଥାନାରେ ମାମଲା ରୁଜୁ ହୋଇଥିଲା। ଅଧିକ ତଦନ୍ତ ପାଇଁ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଗତ ୨୦୨୦ ନଭେମ୍ବର ମାସରେ ବ୍ରହ୍ମପୁର ଆସିଥିଲା। ତଦନ୍ତ ପରେ ପର୍ୟ୍ୟାୟକ୍ରମେ ପ୍ରଦୀପଙ୍କ ନାମରେ ୫ଟି ଠକେଇ ମାମଲା ରୁଜୁ ହୋଇଥିଲା। ୪ଟି ମାମଲା ଗୋଳନ୍ଥରା ଥାନା ଓ ଗୋଟିଏ ବୈଦ୍ୟନାଥପୁର ଥାନାରେ ରୁଜୁ ହୋଇଥିଲା।

  • Related Posts

    ବିଜେପିର ଦମ୍ଭୋକ୍ତି କୁଆଡ଼େ ଗଲା: ନବୀନ

    କୋରାପୁଟ ଜିଲ୍ଲାର କୋଟିଆ ପଂଚାୟତରେ ଆନ୍ଧ୍ର ପ୍ରଦେଶ ସରକାର ନିର୍ବାଚନ ଘୋଷଣା କରିବା ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି। ଏହି ସମ୍ବେଦନଶୀଳ ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି…

    Continue reading
    ପୁଣି ସକ୍ରିୟ ହେଲେ କି ପାଣ୍ଡିଆନ ?

    ପୁରୀ/ଭୁବନେଶ୍ବର: ସାଧାରଣ ନିର୍ବାଚନ 2024ରେ ବିଜେଡିର ପରାଜୟ ପରେ ରାଜନୀତିରୁ ଅବସର ଘୋଷଣା କରିଥିବା ଭୈରବ କାର୍ତ୍ତିକେୟନ ପାଣ୍ଡିଆନ ପୁଣି ସକ୍ରିୟ ହେଉଛନ୍ତି କି ? ଶନିବାର ବିଳମ୍ବିତ ରାତିରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ବିଜେଡି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି