ପ୍ରବାସୀ ଭାରତୀୟ ସମ୍ମେଳନ: ଆଜି ସାମିଲ ହେବେ ରାଷ୍ଟ୍ରପତି

ଭୁବନେଶ୍ୱର: ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।

ଆଜି ଅପରାହ୍ନରେ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ସମାପନ ସମାରୋହ ତଥା ପୁରସ୍କାର ପ୍ରଦାନ ଉତ୍ସବରେ ସାମିଲ ହେବେ ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ପ୍ରବାସୀ ଭାରତୀୟଙ୍କୁ ସେମାନଙ୍କର ଉଲ୍ଲେଖନୀୟ କାର୍ୟ୍ୟ ପାଇଁ ‘ପ୍ରବାସୀ ଭାରତୀୟ ସମ୍ମାନ’ରେ ସମ୍ବର୍ଦ୍ଧିତ କରିବାର କାର୍ୟ୍ୟକ୍ରମ ରହିଛି । ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଏହି ସମ୍ମାନ ପାଇବାକୁ ଥିବା ବ୍ୟକ୍ତିବିଶେଷଙ୍କ ନାମ ଘୋଷଣା ସରିଛି । ଏହାପରେ ସେ ନୂଆଦିଲ୍ଲୀ ଫେରିଯିବେ।

  • Related Posts

    ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅକୁ ଆଜୀବନ କାରାଦଣ୍ଡ

    ନୂଆଦିଲ୍ଲୀ: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଅମିତ ଯୋଗୀକୁ ଆଜୀବନ ସଜ୍ଜା ଶୁଣାଇଛନ୍ତି ହାଇକୋର୍ଟ । ପୂର୍ବତନ ସିଏମ୍ ଅଜିତ ଯୋଗୀଙ୍କ ପୁଅ ତଥା ପୂର୍ବ ବିଧାୟକ ଅମିତ ଯୋଗୀ । ୨୦୦୩ ଏକ ହତ୍ୟା ମାମଲାରେ ଆଜୀବନ ଶୁଣାଇଛନ୍ତି ହାଇକୋର୍ଟ…

    Continue reading
    ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ଜଣେ ଯବାନ୍‌ ଆହତ

    ଝାଡ଼ଖଣ୍ଡ: ପଡୋଶୀ ଝାଡ଼ଖଣ୍ଡର ଚାଇବାସା ଅଞ୍ଚଳର ସରଣ୍ଡା ଜଙ୍ଗଲରେ ଆଜି ସକାଳେ ଏକ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ କୋବ୍ରା ବାଟାଲିଅନ୍‌ର ଜଣେ ଯବାନ୍‌ ଆହତ ହୋଇଛନ୍ତି । ଆହତ ଯବାନ୍‌ଙ୍କୁ ଚିକିତ୍ସା ପାଇଁ ଏୟାର୍‌ଲିଫ୍ଟ କରାଯାଇ ରାଞ୍ଚି ନିଆଯିବ ବୋଲି ସୂଚନା ମିଳିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ