ଫୁଲୁଛି ଜଳକା, ବିପଦ ସଙ୍କେତ ଟପିଲା ଜଳସ୍ତର

ବାଲେଶ୍ବର: ଲଘୁଚାପ ବର୍ଷାରେ ଫୁଲୁଛି ଜଳକା, ବିପଦ ସଙ୍କେତ ଟପିଲା ଜଳସ୍ତର। ବାଲେଶ୍ବର ବସ୍ତା ବ୍ଲକ୍ ମଥାନୀ ଠାରେ ବିପଦ ସଙ୍କେତ ୬.୫୦ ମିଟର ଥିବାବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ୭.୮୪ ମିଟରରେ ପ୍ରବାହିତ ହେଉଛି। ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଥିବାରୁ ଆଗକୁ ଜଳସ୍ତର ଆହୁରି ବଢ଼ିବା ଆଶଙ୍କା।

ଫଳରେ ବସ୍ତା ସମେତ ବାଲେଶ୍ବର ଜିଲ୍ଲାର ତଳିଆ ଅଞ୍ଚଳରେ ବନ୍ୟା ଭୟ ଘାରିଛି। ଯଦି ବର୍ଷା ଏଭଳି ଜାରି ରହେ, ତେବେ ବନ୍ୟା ପରିସ୍ଥିତି ଆହୁରି ଗମ୍ଭୀର ହେବା ଆଶଙ୍କା ରହିଛି। ବସ୍ତା ବ୍ଲକର ଦୁଧହଂସା, ବାହାର୍ଦା, ନଟାକଟା, ବ୍ରାହ୍ମଣଦା, ମଥାନୀ ଓ ବରୁଣଗାଡ଼ିଆ ସମେତ ୧୭ଟି ପଞ୍ଚାୟତର ପ୍ରାୟ ୯୦ଟି ଗାଁ ପ୍ରଭାବିତ ହେବାର ଆଶଙ୍କା ରହିଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ