ବକ୍ସ ଅଫିସରେ ଧମାଲ କରୁଛି ‘କୁଲି’, ୭୪ବର୍ଷ ବୟସରେ ବି ରଜନୀକାନ୍ତଙ୍କ ଦମଦାର ଆକ୍ସନ୍

ଭୁବନେଶ୍ବର,19।08: ଭାରତୀୟ ସିନେମାର ସୁପରଷ୍ଟାର ରଜନୀକାନ୍ତଙ୍କ ସିନେମା ‘କୁଲି’ ହଲରେ ଧମାଲ କରୁଛି । ୭୪ବର୍ଷ ବୟସରେ ମଧ୍ୟ ଏହି ସୁପରଷ୍ଟାର ସବୁ ରେକର୍ଡ ଭାଙ୍ଗି ପ୍ରମାଣ କରିଛନ୍ତି ଯେ କେହି ତାଙ୍କ ସହିତ ପ୍ରତିଯୋଗିତା କରିପାରିବେ ନାହିଁ । ଏହି ସିନେମାଟି 300 କୋଟି ଇନକମ କରିସାରିଲାଣି । ଏହାସହିତ ସାଉଥ୍‍ ସୁପରଷ୍ଟାର ରଜନୀକାନ୍ତ ଫିଲ୍ମ ଇଣ୍ଡଷ୍ଟ୍ରିରେ ୫୦ବର୍ଷ ପୂରଣ କରିଛନ୍ତି । ପ୍ରକୃତରେ ରଜନୀକାନ୍ତଙ୍କ ପ୍ରଶଂସକଙ୍କରୀ କୌଣସି ଉତ୍ତର ନାହିଁ । ୭୪ବର୍ଷ ବୟସରେ ଦମଦାର ଅଭିନୟ କରି ସବୁ ରେକର୍ଡ ଭାଙ୍ଗିବା ସହିତ ଏକ ନୂଆ ଟ୍ରେଣ୍ଡ ଆରମ୍ଭ କରିଛନ୍ତି । ଏହି ବୟସରେ ମଧ୍ୟ ତାଙ୍କୁ ପରଦାରେ ଆକ୍ସନ ସିନ୍‍ କରୁଥିବାର ଦେଖି ପ୍ରଶଂସକମାନେ ବହୁତ ଉତ୍ସାହିତ ହୋଇଛନ୍ତି । ଭାରତୀୟ ସିନେମା ଇତିହାସରେ ଏପରି କୌଣସି ଅଭିନେତା ନାହାଁନ୍ତି ଯିଏ ଏହି ବୟସରେ ରେକର୍ଡ ଭାଙ୍ଗିବା ସହିତ ଓପନିଂ କରିଛନ୍ତି । ରଜନୀକାନ୍ତଙ୍କ ସିନେମାର ଆୟ ତୁଳନାରେ କେହି ତାଙ୍କ ସହିତ ପ୍ରତିଯୋଗିତା କରିବା ଏକ ଚ୍ୟାଲେଞ୍ଜ ନିଶ୍ଚୟ । ରଜନୀକାନ୍ତଙ୍କ ଆଗରେ ହ୍ରିତିକ୍‍ ରୋଶନଙ୍କ ‘ୱାର-୨’ ପଛରେ ପଡିଛି ।

  • Related Posts

    ଜିମ୍‌ ନ ଯାଇ ରୁହନ୍ତୁ ଫିଟ୍‌

    ଦିନକୁ ଦିନ ମଣିଷର ଜୀବନଶୈଳୀ ପରିବର୍ତ୍ତନ ହେବାରେ ଲାଗିଛି । ମଣିଷ ଆଜିକାଲି ଫିଟ ରହିବା ଉପରେ ଅଧିକ ଗୁରୁତ୍ୱ ଦେଉଛି । ଏଥିପାଇଁ ଜିମ ଅଧିକ ଲୋକଙ୍କ ପସନ୍ଦ ପାଲଟିଛି । ଆପଣ ଦେଖୁଥିବା ସକାଳ ହେଲେ ପାର୍କରେ ଓପନ…

    Continue reading
    ସ୍ୱାସ୍ଥ୍ୟ ପାଇଁ ଉପକାରୀ କଖାରୁ ମଞ୍ଜି,ଜାଣନ୍ତୁ

    ଦୈନନ୍ଦିନ ଜୀବନରେ ଆମେ ଖାଦ୍ୟରେ ଅନେକ ପନିପରିବା ଖାଇଥାଉ । ତନ୍ମଧ୍ୟରୁ କେଉଁ ପରିବା ସ୍ୱାସ୍ଥ୍ୟ ପାଇଁ କେତେ ଜରୁରୀ ତାହା ଜାଣିବା ନିହାତି ଆବଶ୍ୟକ । କଖାରୁ ଏକ ପୁଷ୍ଟିକର ପନିପରିବା, ଯାହା ସ୍ୱାସ୍ଥ୍ୟ ପାଇଁ ଅନେକ ଲାଭ ହୋଇଥାଏ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ