ବଜେଟ ଅଧିବେଶନ: କ’ଣ କହିଲେ ରାଜ୍ୟପାଳ ଜାଣନ୍ତୁ

ଭୁବନେଶ୍ୱର: ଆରମ୍ଭ ହୋଇଛି ବିଧାନସଭାର ବଜେଟ ଅଧିବେଶନ । ରାଜ୍ୟପାଳଙ୍କ ଅଭିଭାଷଣରୁ ବଜେଟ ଅଧିବେଶ ଆରମ୍ଭ ହୋଇଛି । ଜୟ ଜଗନ୍ନାଥ କହି ରାଜ୍ୟପାଳ ନିଜର ଅଭିଭାଷଣ ଆରମ୍ଭ କରିଛନ୍ତି ।
ଏହି ଅବସରରେ ସେ ନିଜର ଅଭିଭାଷଣ ରଖି କହିଛନ୍ତି ଯେ ଓଡ଼ିଶା ଖଣିଜ ସମ୍ପଦରେ ଭରପୂର । ନିଜର ଐତିହ୍ୟ ଓ କୀର୍ତ୍ତିରାଜିକୁ ନେଇ ଓଡ଼ିଶା ପରିଚିତ । ଗରିବ, ଯୁବ, ଅନ୍ନଦାତା, ନାରୀଶକ୍ତି ଆମ ସରକାରଙ୍କ ମୂଳମନ୍ତ୍ର ।ଗରୀବ, ଯୁବ, ଅନ୍ନଦାତା, ନାରୀଶକ୍ତି ମୋ ସରକାରର ମୂଳମନ୍ତ୍ର । ମୋ ସରକାର ଧାନର ମୂଲ୍ୟ ୮୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି । ଓଡ଼ିଆ ଅସ୍ମିତା ଦିଗରେ ମୋ ସରକାର କାର୍ଯ୍ୟ କରୁଛି । ଉକ୍ରର୍ଷ ଓଡ଼ିଶା, ପ୍ରବାସୀ ଭାରତୀୟ ଦିବସ ସଫଳତାର ସହ ଆୟୋଜନ କରିଛୁ ।ମୋ ସରକାର ନୂଆ ଶିକ୍ଷା ନୀତିକୁ ଲାଗୁ କରିଛନ୍ତି । ୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡ଼ିଶାର ପ୍ରମୁଖ ଭୂମିକା ରହିବ । ଦୁଗ୍ଧ ଚାଷୀଙ୍କ ପାଇଁ କାମଧେନୁ ଯୋଜନା ଆରମ୍ଭ ହୋଇଛି । ସୁଭଦ୍ରା ଯୋଜନାରେ ୧ କୋଟି ମହିଳା ଉପକୃତ ହୋଇଛନ୍ତି । ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବାକୁ ରାଜ୍ୟ ସରକାର କାମ କରୁଛନ୍ତି ।

  • Related Posts

    ଶିକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯିବ – ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଏହି ବିଦ୍ୟାଳୟ କେବଳ ଏକ ଶିକ୍ଷାନୁଷ୍ଠାନ ନୁହେଁ, ବରଂ ଏହା ଅଞ୍ଚଳର ସାମାଜିକ ଓ ବୌଦ୍ଧିକ ଉନ୍ନତିର ଏକ ପ୍ରମୁଖ କେନ୍ଦ୍ର ଭାବେ ପରିଚିତ ବୋଲି କଟକ ଜିଲ୍ଲାର ସୁନ୍ଦରଗ୍ରାମରେ ଅବସ୍ଥିତ ସୁନ୍ଦରଗ୍ରାମ ସରକାରୀ ହାଇସ୍କୁଲର ପ୍ଲାଟିନମ୍ ଜୁବୁଲି ଉତ୍ସବରେ…

    Continue reading
    ୫ ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ ନିର୍ଦ୍ଦେଶ

    ଭୁବନେଶ୍ୱର: ରାଜ୍ୟରେ ୫ ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଗଜପତି, ମାଲକାନଗିରି, ରାୟଗଡ଼ାରେ ନୂଆ ଆୟୁର୍ବେଦିକ ମେଡିକାଲ କଲେଜ ଏବଂ ନୟାଗଡ଼ ଓ ନୂଆପଡ଼ାରେ ଦୁଇଟି ସରକାରୀ ହୋମିଓପାଥି ମେଡିକାଲ କଲେଜ ପ୍ରତିଷ୍ଠା ହେବ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ