ବଡ଼ଦାଣ୍ଡରେ ଚାଲିଲେ ରାଷ୍ଟ୍ରପତି

ପୁରୀ: ଶ୍ରୀମନ୍ଦରିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶ୍ରୀଜିଉଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି ରାଷ୍ଟ୍ରପତି । ବଡ଼ଦାଣ୍ଡରେ ଚାଲି ଚାଲି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ମହାମହିମ । ରାଷ୍ଟ୍ରପତିଙ୍କ ସହ ଉପସ୍ଥିତ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉପସ୍ଥିତ ଅଛନ୍ତି । ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିର ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ସେପଟେ ଶ୍ରୀମନ୍ଦିରରୁ ବାହାରି ଗୋପବନ୍ଧୁ ଆର୍ୟୁବୈଦିକ ମହାବିଦ୍ୟାଳୟର ୭୫ ତମ ବାର୍ଷିକୀ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ।
୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦ୍ବିତୀୟ ଦିନରେ ପୁରୀରେ ପହଞ୍ଚିବା ପରେ ବଡ଼ଦାଣ୍ଡରେ ଚାଲିଚାଲି ଶ୍ରୀମନ୍ଦିର ଅଭିମୁଖେ ଯାଇଥିଲେ । ଶ୍ରୀମନ୍ଦିର ଯାଇ ରିତୀନୀତି ଅନୁସାରେ ଚତୁର୍ଦ୍ଧା ବିଗ୍ରହଙ୍କ ସହ ମାଆ ଲକ୍ଷ୍ମୀଙ୍କର ମଧ୍ୟ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । ପରେ ମନ୍ଦିର ପ୍ରଶାସନ ପକ୍ଷରୁ ରାଷ୍ଟ୍ରପତିଙ୍କୁ ଉପହାର ସ୍ବରୁପ ପଟ୍ଟଚିତ୍ର ପ୍ରଦାନ କରାଯାଇଥିଲା । ସେଠାରୁ ବାହାରି ବର୍ତ୍ତମାନ ଗୋପବନ୍ଧୁ ଆର୍ୟୁବୈଦିକ ମହାବିଦ୍ୟାଳୟରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ