ବଢିଲା ସସ୍‌ପେନ୍ସ: ଦିଲ୍ଲୀ ଗସ୍ତରେ ମନମୋହନ

ଭୁବନେଶ୍ୱର : ମଙ୍ଗଳବାର ଦିନ ଦିଲ୍ଲୀ ଗସ୍ତରେ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସଭାପତି ଭାବେ ପୁନଃ ନିର୍ବାଚିତ ହେବା ପରେ ଏହା ତାଙ୍କର ୨ୟ ଥର ଲାଗି ଦିଲ୍ଲୀ ଗସ୍ତ । ଦିଲ୍ଲୀରେ ବିଜେପି ହାଇକମାଣ୍ଡଙ୍କ ସହ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା କରିପାରନ୍ତି ।
ରାଜ୍ୟରେ ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ବଢିଲା ଚର୍ଚ୍ଚା । ସୋମବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟପାଳଙ୍କ ସାକ୍ଷାତ କରିଥିବା ବେଳେ ମଙ୍ଗଳବାର ସକାଳେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ରାଜ୍ୟ ସଭାପତି । ସଭାପତି ଭାବେ ପୁନଃ ନିର୍ବାଚିତ ହେବା ପରେ ରାଜ୍ୟ ସଭାପତିଙ୍କ ଏହା ୨ୟ ଦିଲ୍ଲୀ ଗସ୍ତ । ଏହି ଗସ୍ତ ଅବସରରେ ସଂଗଠନର ବିଭିନ୍ନ ସ୍ଥିତି ନେଇ ଆଲୋଚନା ହେବ ।
ସେହିପରି ଏହି ଗସ୍ତ ଅବସରରେ ବିଜେପିର ବରିଷ୍ଠ ନେତାଙ୍କ ସହ ମନ୍ତ୍ରୀମଣ୍ଡଳ ଅଦଳବଦଳ ଏବଂ ବିଭିନ୍ନ ବୋର୍ଡ ଓ ନିଗମର ପଦବୀ ପୂରଣ ନେଇ ଆଲୋଚନା ହୋଇପାରେ । ହେଲେ ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ପୂର୍ବରୁ ମଧ୍ୟ ରାଜ୍ୟ ବିଜେପି ସଭାପତି ଦିଲ୍ଲୀ ଗସ୍ତରେ ଯାଇଥିଲେ । ସେଠାରେ ମନ୍ତ୍ରୀମଣ୍ଡଳ ଅଦଳବଦଳ ଏବଂ ବିଭିନ୍ନ ବୋର୍ଡ ଓ ଖାଲି ପଡିଥିବା ନିଗମ ପଦବୀ ପୂରଣ ନେଇ ଆଲୋଚନା କରିଥିଲେ ।

  • Garvita Odia

    Related Posts

    ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

    ନୂଆଦିଲ୍ଲୀ : ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳରେ ଦୁର୍ବୃତ୍ତଙ୍କ ପାଶବିକ ଅତ୍ୟାଚାରର ଶିକାର ହୋଇ ଜଳି ଯାଇଥିବା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍‌ସରେ ଭେଟିଛନ୍ତି ବିଜେଡିର ୪ ସାଂସଦ। ସାଂସଦ ମାନସ ରଞ୍ଜନ ମଙ୍ଗରାଜ, ଡ. ସସ୍ମିତ ପାତ୍ର, ସୁଲତା ଦେଓ ଓ…

    ଉପରାଷ୍ଟ୍ରପତିଙ୍କ ଇସ୍ତଫା ଶୁଣି ବ୍ୟକ୍ତିଗତ ଭାବେ ମର୍ମାହତ: ସିବଲ

    ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜଗଦୀପ ଧନଖଡ । ଧନଖଡ ତାଙ୍କ ଇସ୍ତଫା ପଛରେ ତାଙ୍କ ସ୍ୱାସ୍ଥ୍ୟ କାରଣ ଦର୍ଶାଇଛନ୍ତି । ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ଧନଖଡଙ୍କ ଇସ୍ତଫା ପରେ, ବିରୋଧୀ ଏବେ…

    Leave a Reply

    Your email address will not be published. Required fields are marked *

    You Missed

    ‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

    ‘ପାଇକ ବିଦ୍ରୋହ’  ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

    ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

    ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

    ପୁଅ ମାଡ଼ରେ ମାଆ ମୃତ

    ପୁଅ ମାଡ଼ରେ ମାଆ ମୃତ

    ହରିୟାଣାରେ ଭୂକମ୍ପ ଝଟକା

    ହରିୟାଣାରେ ଭୂକମ୍ପ ଝଟକା

    ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା, କିଟ୍‌କୁ ଦାୟୀ କଲା ୟୁଜିସି

    ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା,  କିଟ୍‌କୁ ଦାୟୀ କଲା ୟୁଜିସି

    ବିମାନ ଖସିପଡିବା ଘଟଣା, ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

    ବିମାନ ଖସିପଡିବା ଘଟଣା, ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା