ବନ୍ଦ ଘରୁ ବାପା ଝିଅଙ୍କ ମୃତଦେହ ଉଦ୍ଧାର

କଟକ : ବନ୍ଦ ଘରୁ ବାପା ଝିଅଙ୍କ ମୃତଦେହ ଉଦ୍ଧାର। କଟକ ସ୍ନେହଲତା ଆପାର୍ଟମେଣ୍ଟରୁ ମିଳିଲା ମୃତଦେହ । ଝିଅକୁ ମାରି ବାପା ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ବାଦାମବାଡ଼ି ଥାନା ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ।

ଏହାସହ ଘଟଣାସ୍ଥଳରେ ପହଞ୍ଚିଲେ ପୋଲିସର ବରିଷ୍ଠ ଅଧିକାରୀ। ସ୍ନେହଲତା ଆପାର୍ଟମେଣ୍ଟରେ ଗତ ଦୁଇ ବର୍ଷ ହେଲା ସେମାନେ ଭଡ଼ାରେ ରହୁଥିଲେ । ପୂର୍ବରୁ ମୃତକଙ୍କ ପତ୍ନୀଙ୍କ ମୃତ୍ୟୁ ହୋଇସାରିଛି । ଝିଅର ବୟସ ପାଖାପାଖି ୧୫ ବର୍ଷ ହୋଇଥିବା ବେଳେ ସେ ମାନସିକ ବିକାରଗ୍ରସ୍ତ ବୋଲି ଜଣାପଡିଛି ।

  • Related Posts

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ମାହାଙ୍ଗା: ଆତ୍ମହତ୍ୟା ଉଦ୍ୟମ କଲେ ଦମ୍ପତି । ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । କଟକ ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ପତରାଜପୁର ଗ୍ରାମରେ ଘଟିଛି ଏଭଳି ଇଭାବନୀୟ ଘଟଣା । ସୂଚନାଯୋଗ୍ୟ ଯେ, ବିଷ…

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ଭୁବନେଶ୍ବର: ରାଜଧାନୀରେ ହିଟ ଆଣ୍ଡ ରନ୍ କେସ। କାର ଜବତ। ଏବେ ବି କାର୍ ମାଲିକ ଫେରାର ରହିଥିବା ବେଳେ ଉଭୟ ସ୍କର୍ପିଓ ଓ ଚାଳକଙ୍କୁ ଧରିବାକୁ ପୁଲିସ ଚଢ଼ାଉ ଜାରି ରଖିଛି । ଶନିବାର ବରମୁଣ୍ଡାରୁ ରେସ୍ କରି ଆସୁଥିବା…

    Leave a Reply

    Your email address will not be published. Required fields are marked *

    You Missed

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    କୁକୁର କାମୁଡ଼ାରେ ଦୁଇ ମୃତ

    କୁକୁର କାମୁଡ଼ାରେ ଦୁଇ ମୃତ