ବର୍ଷା; ଭଦ୍ରକ ଜିଲାର ୪ଟି ବ୍ଲକରେ ସ୍କୁଲ ଛୁଟି

ଭଦ୍ରକ: ଲଗାଣ ବର୍ଷା ଯୋଗୁଁ ଦିନକ ପାଇଁ ଭଦ୍ରକ ଜିଲାର ୪ଟି ବ୍ଲକରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଭଦ୍ରକ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତିହିଡି, ଧାମନଗର, ବାସୁଦେବପୁର, ଚାନ୍ଦବାଲି ବ୍ଲକର ସମସ୍ତ ବିଦ୍ୟାଳୟ ଆଜି ଛୁଟି ଘୋଷଣା କରାଯାଇଛି । ଏହି ସବୁ ସ୍ଥାନରେ ଅତ୍ୟଧିକ ବର୍ଷା ହେଉଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଆଜି ଗୋଟେ ଦିନ ପାଇଁ ବିଦ୍ୟାଳୟ ଗୁଡିକୁ ଛୁଟି ଘୋଷଣା ହୋଇଛି । ଗତ୨ଦିନ ଧରି ଚାନ୍ଦବାଲିର ୪ପଞ୍ଚାୟତରେ ବନ୍ୟାପାଣି ପ୍ରବାହିତ ହେବା ଫଳରେ ବହୁ ଗାଁ ବାହ୍ୟ ଜଗତରୁ ବିଛିନ୍ନ ହେବା ସହ ଗାଁ ଦାଣ୍ଡ, ସାହି ଆଦି ସ୍ଥାନ ଵୁଡିଥିଲା। ମଙ୍ଗଳଵାର ଗାଁରୁ ପାଣି କମିଥିଲେ ମଧ୍ୟ ଶହଶହ ଏକର ଚାଷଜମିରେ ଲହଡ଼ି ଭାଙ୍ଗୁଛି ବନ୍ୟାପାଣି ।

  • Garvita Odia

    Related Posts

    ବୈତରଣୀରେ ଆଉ ବଢିବନି ଜଳସ୍ତର:ସର୍ବୋଚ୍ଚ ଯନ୍ତ୍ରୀ

    ଭୁବନେଶ୍ଵର : ବୈତରଣୀରେ ନାହିଁ ବନ୍ୟା ଆଶଙ୍କା। ଏବେ ଆଖୁଆପଦାଠାରେ ଜଳସ୍ତର ୧୮.୨୯ ମିଟର ରହିଛି। ବିପଦ ସଙ୍କେତ ଠାରୁ ଟିକେ କମ୍ କିନ୍ତୁ ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି । ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ର…

    ପଞ୍ଜିକରଣ କରିସାରିଲେଣି ୩ ଲକ୍ଷ ୩୮ହଜାର ୭୩୫ ଚାଷୀ :ମନ୍ତ୍ରୀ

    ଭୁବନେଶ୍ବର: ଚାଷୀ ପଞ୍ଜିକରଣ ସମସ୍ୟା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ଚାଷୀ ପଞ୍ଜିକରଣ ପ୍ରକ୍ରିୟା ଆହୁରି ସରଳୀକରଣ ହୋଇଛି। ବର୍ତ୍ତମାନ ପର୍ୟ୍ୟନ୍ତ ୩ ଲକ୍ଷ ୩୮ହଜାର ୭୩୫ ଜଣ ଚାଷୀ ପଞ୍ଜିକରଣ କରିସାରିଲେଣି। ଗତବର୍ଷ ଏହି ସମୟରେ…

    Leave a Reply

    Your email address will not be published. Required fields are marked *

    You Missed

    ବୈତରଣୀରେ ଆଉ ବଢିବନି ଜଳସ୍ତର:ସର୍ବୋଚ୍ଚ ଯନ୍ତ୍ରୀ

    ବୈତରଣୀରେ ଆଉ ବଢିବନି ଜଳସ୍ତର:ସର୍ବୋଚ୍ଚ ଯନ୍ତ୍ରୀ

    ବିଜେପି ଅଫିସରେ ପ୍ରୟାସକାନ୍ତି

    ବିଜେପି ଅଫିସରେ ପ୍ରୟାସକାନ୍ତି

    ପଞ୍ଜିକରଣ କରିସାରିଲେଣି ୩ ଲକ୍ଷ ୩୮ହଜାର ୭୩୫ ଚାଷୀ :ମନ୍ତ୍ରୀ

    ପଞ୍ଜିକରଣ କରିସାରିଲେଣି ୩ ଲକ୍ଷ ୩୮ହଜାର ୭୩୫ ଚାଷୀ :ମନ୍ତ୍ରୀ

    ଅନ୍ଧବିଶ୍ୱାସ: କାଉଙ୍କ ମିଳନ ଦେଖିବାରୁ ଦୁଇ ଯୁବକଙ୍କୁ ମୃତ ଘୋଷଣା

    ଅନ୍ଧବିଶ୍ୱାସ: କାଉଙ୍କ ମିଳନ ଦେଖିବାରୁ ଦୁଇ ଯୁବକଙ୍କୁ ମୃତ ଘୋଷଣା

    ୬ ସପ୍ତାହ ଭିତରେ ସ୍ବାଧୀନତା ସଂଗ୍ରାମୀଙ୍କୁ ପେନ୍‌ସନ ଦିଅ: ହାଇକୋର୍ଟ

    ୬ ସପ୍ତାହ ଭିତରେ  ସ୍ବାଧୀନତା ସଂଗ୍ରାମୀଙ୍କୁ ପେନ୍‌ସନ ଦିଅ: ହାଇକୋର୍ଟ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଲାଗିବ ୭୫ ଲକ୍ଷ ଗଛ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଲାଗିବ  ୭୫ ଲକ୍ଷ ଗଛ