ବଳଙ୍ଗା ସତ୍ୟ ପଦାକୁ ଆସିବ:ପ୍ରଭାତୀ ପରିଡ଼ା

ଭୁବନେଶ୍ବର : ବଳଙ୍ଗା ପୀଡ଼ିତାଙ୍କ ଶେଷ ଦର୍ଶନ ପରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ପୀଡ଼ିତାଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ସବୁ ବ୍ୟବସ୍ଥା କରିଥିଲେ, କିନ୍ତୁ ବଞ୍ଚାଇ ହେଲାନି । ଆମେ ସମସ୍ତେ ଦୁଃଖ ପ୍ରକାଶ କରିସାରିଛୁ । ରାଜ୍ୟ ସରକାର ପୀଡ଼ିତାଙ୍କ ପରିବାର ସହ ଅଛନ୍ତି, ସବୁ କରିବାକୁ ପ୍ରସ୍ତୁତ । ଝିଅ ପରିବାର ବହୁତ ଗରିବ, ସେମାନଙ୍କୁ ସରକାର ସବୁ ସୁବିଧା ଯୋଗାଇଦେବେ । ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ପରିବାର ପାଇଁ ଯାହା କରିବାର ଅଛି କରିବୁ । ଶେଷ ଯାଏଁ ପୋଲିସ ଉପରେ ଭରସା ରଖନ୍ତୁ, ଯାହା ସତ୍ୟ ପଦାକୁ ଆସିବ ।

ବାଲେଶ୍ବର ଏଫ୍ଏମ୍ କଲେଜ ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ କାର୍ୟ୍ୟାନୁଷ୍ଠାନ ନିଆଯାଇଛି । ବିଳମ୍ବରେ ହେଲେ ବି ଆମ ସରକାର ନ୍ୟାୟ ଦେବେ । ଏହି ଘଟଣାରେ ଦୁଇ ଜଣ ଗିରଫ ହୋଇଛନ୍ତି । ଆଇନର ଉର୍ଦ୍ଧ୍ବରୁ କେହି ନୁହନ୍ତି । ବିଳମ୍ବରେ ହେଲେ ବି ନ୍ୟାୟ ମିଳିବ । ତଦନ୍ତ ବନ୍ଦ ହୋଇନାହିଁ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି ।

  • Related Posts

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ଭୁବନେଶ୍ୱର: ବଳାଙ୍ଗା ପୀଡ଼ିତାଙ୍କ ମୃତୁ୍ୟକୁ ନେଇ ଇସ୍ତଫା ପ୍ରସଙ୍ଗରେ ବିରୋଧୀଙ୍କ ଦାବି ପ୍ରସଙ୍ଗରେ ସୋମବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ମୋ ଇସ୍ତଫାରେ ଯଦି ବଳଙ୍ଗା ପୀଡ଼ିତାଙ୍କ ଜୀବନ ଫେରିପାରିବ ତେବେ ମୁଁ…

    ୭ରେ ପୁରୀ ବିଜେଡିର ହରତାଳ

    ଭୁବନେଶ୍ୱର: ବଳଙ୍ଗା ପୀଡ଼ିତାଙ୍କ ମୃତୁ୍ୟ ଘଟଣାକୁ ନେଇ ପୁରୀ ବିଜେଡି ପକ୍ଷରୁ ହରତାଳ ଡାକରା ଦିଆଯାଇଛି । ଆସନ୍ତା ୭ ତାରିଖ ଦିନ ସକାଳ ୬ଟାରୁ ଦିନ ୧୨ ଟା ପର୍ଯ୍ୟନ୍ତ ପୁରୀ ହରତାଳ କରାଯିବାକୁ ଆହ୍ୱାନ ଦିଆଯାଇଛି । ଦୋକାନ…

    Leave a Reply

    Your email address will not be published. Required fields are marked *

    You Missed

    ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଏହା କହିଲେ ରାଜସ୍ୱ ମନ୍ତ୍ରୀ

    ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଏହା କହିଲେ ରାଜସ୍ୱ ମନ୍ତ୍ରୀ

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ୭ରେ ପୁରୀ ବିଜେଡିର ହରତାଳ

    ୭ରେ ପୁରୀ ବିଜେଡିର ହରତାଳ

    ବିଦ୍ୟୁତ ସଂସ୍ପର୍ଶରେ ଆସି ୫ କାଉଡ଼ିଆ ମୃତ

    ବିଦ୍ୟୁତ ସଂସ୍ପର୍ଶରେ ଆସି ୫ କାଉଡ଼ିଆ  ମୃତ

    ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

    ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

    ୩୭ ଔଷଧ ଦାମ୍‌ ୧୫% କମିଲା

    ୩୭ ଔଷଧ ଦାମ୍‌ ୧୫% କମିଲା