ବସ୍‌ ଓଲଟି ଜଣଙ୍କର ମୃତ୍ୟୁ, ୫ ଜଣ ଗୁରୁତର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଡୁଲିଙ୍ଗା ନିକଟରେ ଦୁର୍ଘଟଣା । ଯାତ୍ରୀବାହୀ ବସ୍‌ ଓଲଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, କୋଇଲା ଖଣିକୁ ଶ୍ରମିକ ନେଇ ଯାଉଥିଲା ଏକ ବସ୍‌ । ସୁନ୍ଦରଗଡ଼ ହେମଗିରି ଥାନା ଡୁଲିଙ୍ଗ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା । ଯାହାଫଳରେ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୫ ଜଣ ଗୁରୁତର ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନଥିବା ବେଳେ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସେମାନଙ୍କୁ ଝାରସୁଗୁଡ଼ା ସ୍ଥିତ ଏକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

  • Related Posts

    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading
    ୧୨ ତାରିଖ ବେଳକୁ ଘୂର୍ଣ୍ଣିବଳୟ!

    ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ