ବାଇକକୁ ଧକ୍କା ଦେଲା ବୋଲେରୋ,ଦୁଇ ଯୁବକ ମୃତ

ଜୟପୁର: ଗତକାଲି ବିଳମ୍ବିତ ରାତ୍ରରେ ପାତ୍ରପୁଟ ନିକଟସ୍ଥ ଥୁରୁଡିପୁଟ ଠାରେ ବାଇକକୁ ଧକ୍କାଦେଲା ବୋଲେରୋ ଗାଡ଼ି। ଘଟଣା ସ୍ଥଳରେ ୨ଜଣ ମୃତ। ମୃତକମାନେ ହେଲେ ଜୟପୁର ଗଡିଆ ଧୋବା ସାହିର ଲାଲୁ ଖରା ଓ ପିତୁ ଜାନୀ। ଘଟଣା ସ୍ଥଳରେ ପହଞ୍ଚି ଜୟପୁର ସଦର ପୁଲିସର ତଦନ୍ତ ଆରମ୍ଭ। ଶବ ବ୍ୟବଛେଦ ପାଇଁ ମୃତକଙ୍କୁ ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।
ମିଳିଥିବା ସୂଚନା ଅନୁଯାୟୀ ଗତକାଲି ଡଙ୍ଗର ଛିଞ୍ଚି ଢ଼ାବାରେ କାମ ସାରି ଫେରୁଥିବା ସମୟରେ ଥୁରୁଡିପୁଟ ଡବଲ ବ୍ରିଜ ନିକଟରେ ଦୁର୍ଘଟଣା ହୋଇଥିଲା।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ