ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ : ୨ ମୃତ

କଳହାଣ୍ଡି : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଶ୍ରୀରାମପଡ଼ା ନିକଟରେ ଏକ ବାଇକକୁ ମହିନ୍ଦ୍ରା ପିକଅପ ଧକ୍କା ଦେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଜଣେ ଗୁରୁତର ହୋଇଛି। ମୃତକମାନେ ହେଲେ ଗଣ୍ଡାମେର ଗ୍ରାମର ଗୋପାଳ ନାଏକ ଓ ନୂଆପଡ଼ା ଜିଲ୍ଲା ଅନକାପୁର ଗ୍ରାମର କିଶୋର ନାଏକ କ୍ଷ ଗୁରୁତର ଥିବା ସୁନୁନିକୁଣ୍ଡା ଗ୍ରାମର ପ୍ରତ୍ୟୁଶ ଟୋଲଟିଆଙ୍କୁ ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଯୋଗେ ଧର୍ମଗଡ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।

ଏକ ବାଇକ ଯୋଗେ ଗୋପାଳ, କି‌ଶୋର ଓ ପ୍ରତ୍ୟୁଶ ଗୋଲାମୁଣ୍ଡା ପଟୁ ବୃନ୍ଦାବହାଲ ଅଭିମୁଖେ ଆସୁଥିଲେ। ଶ୍ରୀରାମପଡ଼ା ନିକଟରେ ମହିନ୍ଦ୍ରା ପିକଅପ ଗାଡ଼ି ( ନଂ ଓଡ଼ି୧୦ଏଫ ୭୬୫୬) ଧକ୍କା ଦେଇଥିଲା । ଫଳରେ ବାଇକରେ ଥିବା ତିନିଜଣ ରାସ୍ତା ଉପରେ ଛିଟିକି ପଡ଼ିଥିଲେ କ୍ଷ ସ୍ଥାନୀୟ ଲୋକେ ମହିନ୍ଦ୍ରା ପିକଅପ ଗାଡ଼ି ଚାଳକକୁ ଧରି ପୋଲିସ ଜିମା ଦେଇଥିଲେ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ