ବାପାଙ୍କୁ ଟାଙ୍ଗିଆରେ ହାଣିଲା ପୁଅ

ନାରାୟଣପାଟଣା: ଜନ୍ମକଲା ବାପାଙ୍କୁ ଟାଙ୍ଗିଆରେ ହାଣିବାକୁ ପଛାଇଲା ନାହିଁ ପୁଅ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକରେ ଏଭଳି ଘଟଣା ଦେଖିବାକୁ ମିଳିଛି । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ୍‌ରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପରିବାର ଲୋକେ ଗୁରୁତର ଆହତ ସଦନ ମାଣ୍ଡିଙ୍ଗାଙ୍କୁ ଉଦ୍ଧାର କରି ଲକ୍ଷ୍ମୀପୁର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ଖବର ପାଇ ଲକ୍ଷ୍ମୀପୁର ଡାକ୍ତରଖାନାରେ ଆଇଆଇସି ସୁଜ୍ଞାନୀ ସାହୁ, ସବ୍‌ଇନ୍ସପେକ୍ଟର ମାନସ ପ୍ରଧାନ ଓ ଶାନ୍ତିଲତା ବେହେରା ପହଞ୍ଚି ପରିବାରବର୍ଗଙ୍କୁ ପଚରାଉଚରା କରିଛନ୍ତି ମାମଲା ରୁଜୁ କରି ଅଭିଯୁକ୍ତ ପୁଅକୁ ପୋଲିସ ଅଟକ ରଖି ପଚରାଉଚରା କରୁଥିବା ବେଳେ ମାନସିକ ଭିନ୍ନକ୍ଷମ ବୋଲି ଜଣାପଡିଛି ଓ ସଦନଙ୍କ ଅବସ୍ଥା ସଙ୍ଗୀନ ଥିବାରୁ ଚିକିତ୍ସା କରୁଥିବା ଡାକ୍ତର କୋରାପୁଟ ଜିଲ୍ଲା ହସ୍ପିଟାଲକୁ ସ୍ଥାନାନ୍ତର କରିଛନ୍ତି । କୋରାପୁଟ ଜିଲ୍ଲା ଓଡ଼ିଆ ପେଣ୍ଠ ପଞ୍ଚାୟତର ବିରୀଗୁଡ଼ା ଗାଁରେ ଘଟିଛି ଏହି ଘଟଣା ଓ

  • Garvita Odia

    Related Posts

    ଉଦିତ ପ୍ରଧାନ ଗିରଫ ଘଟଣା: କଂଗ୍ରେସ କମିଟି ଗଠନ

    ଭୁବନେଶ୍ୱର: ଦୁଷ୍କର୍ମ ଅଭିଯୋଗରେ ଉଦିତ ପ୍ରଧାନ ଗିରଫ ହେବା ଘଟଣାରେ କଂଗ୍ରେସ କମିଟି ଗଠନ କରାଯାଇଛି । ଘଟଣାର ଅନୁଧ୍ୟାନ ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ଏହି କମିଟି ଗଠନ କରାଯାଇଛି । ସସ୍ମିତା ବେହେରାଙ୍କ ନେତୃତ୍ୱରେ ୬ ଜଣିଆ କମିଟି…

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର

    କୋକସରା: କଳାହାଣ୍ଡି ଜିଲା କୋକସରା ବ୍ଳକ ଆମପାଣି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଆମପାଣି ଥାନା ଅଞ୍ଚଳର ଜଣେ…

    Leave a Reply

    Your email address will not be published. Required fields are marked *

    You Missed

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲା, ୧୧ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲା, ୧୧ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ଉଦିତ ପ୍ରଧାନ ଗିରଫ ଘଟଣା: କଂଗ୍ରେସ କମିଟି ଗଠନ

    ଉଦିତ ପ୍ରଧାନ ଗିରଫ  ଘଟଣା: କଂଗ୍ରେସ କମିଟି ଗଠନ

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର

    ଉଦିତ ପ୍ରଧାନ ନିଲମ୍ବିତ

    ଉଦିତ ପ୍ରଧାନ ନିଲମ୍ବିତ

    ବଳାତ୍କାର ଅଭିଯୋଗ: ଗିରଫ ହେଲେ ଛାତ୍ର କଂଗ୍ରେସ ସଭାପତି

    ବଳାତ୍କାର ଅଭିଯୋଗ: ଗିରଫ ହେଲେ ଛାତ୍ର କଂଗ୍ରେସ ସଭାପତି