ବାଲିଯାତ୍ରା ଖାଦ୍ୟ ଷ୍ଟଲ୍ ଉପରେ ଚଢଉ

କଟକ: କଟକ ବାଲିଯାତ୍ରା ପଡ଼ିଆରେ ରେଡ୍‌। କଟକ ମହାନଗର ନିଗମର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ବିଭିନ୍ନ ଖାଦ୍ୟ ଷ୍ଟଲ୍ ମାନଙ୍କରେ ଚଢାଉ କରାଯାଇଛି। ବିଶେଷ କରି ବାସୀ ଖାଦ୍ୟ ରାସାୟନିକ ରଙ୍ଗ, ଅସ୍ୱାସ୍ଥ୍ୟକର ପରିବେଶ ଓ ନିମ୍ନ ମାନର ତେଲକୁ ଯାଞ୍ଚ କରାଯାଇଛି। ଖିଲାପ କରିଥିବା ଦୋକାନ ଗୁଡ଼ିକୁ ଫାଇନ ଆଦାୟ କରିବା ସହ ପୁନର୍ବାର ଏପରି ନକରିବା ପାଇଁ ଚେତାବନୀ ଦିଆଯାଇଛି।ଏଥି ସହିତ ବାସି ଖାଦ୍ୟକୁ ଜବତ୍ କରିବା ସହ ନଷ୍ଟ ମଧ୍ୟ କରାଯାଇଛି। ଏହି ଚଢାଉ ପ୍ରକ୍ରିୟା ବାଲିଯାତ୍ରାର ପ୍ରତ୍ୟେକ ଦିନ କରାଯିବ ବୋଲି ସୂଚନା ଦେଇଛନ୍ତି ସିଏମ୍‌ସି ସ୍ୱାସ୍ଥ୍ୟ ଅଧିକାରୀ ସତ୍ୟବ୍ରତ ମହାପାତ୍ର।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ