ବାସ୍ତୁ : ଜାଣନ୍ତୁ, କବାଟ ପଛପଟେ କାହିଁକି ଟାଙ୍ଗିବେ ନାହିଁ ପୋଷାକ..

ସାଧାରଣତଃ ଦେଖାଯାଏ, ଅଧିକାଂଶ ଲୋକେ ନିଜ ଘରର କବାଟ ପଛ ପଟେ ପୋଷାକ ଟାଙ୍ଗି କରି ରଖନ୍ତି । ମାତ୍ର ବାସ୍ତୁ ଶାସ୍ତ୍ର ଅନୁସାରେ ଏହାକୁ ଅଶୁଭ ବୋଲି କୁହାଯାଇଛି । ଜାଣନ୍ତୁ..

ବାସ୍ତୁ ଅନୁସାରେ ଘରର କବାଟ ପଛ ପଟରେ ପୋଷାକ ଟାଙ୍ଗିବା ଉଚିତ୍‌ ନୁହେଁ । କବାଟ ଉପର ଅଂଶ ମା’ଲକ୍ଷ୍ମୀଙ୍କ ସ୍ଥାନ ବୋଲି କୁହାଯାଇଛି । ତେଣୁ କବାଟ ପଛ ପଟେ ପୋଷାକ ଟାଙ୍ଗିବାକୁ ବାରଣ କରାଯାଇଛି । ଏହାଦ୍ୱାରା ମା’ଲକ୍ଷ୍ମୀ ଅସନ୍ତୁଷ୍ଟ ହୋଇଥାଆନ୍ତି ।ପୋଷାକ ସହ ଜଡିତ ଅନେକ ସମସ୍ୟା ମଧ୍ୟ ଦେଖାଦେଇଥାଏ । ଏହାସହ ଧନହାନୀ, ପରିବାରରେ କଳହ, ଘରେ ନକରାତ୍ମକ ଶକ୍ତି ପ୍ରବେଶ, ଉନ୍ନତିରେ ବାଧା, ଚାକିରି ଓ ବ୍ୟବସାୟ ଆଦିରେ ସମସ୍ୟା ଦେଖାଦେଇଥାଏ ।

ବାସ୍ତୁ ଅନୁସାରେ ଘରର ମହତ୍ତ୍ୱପୂର୍ଣ୍ଣ ଅଂଶ ହେଉଛି କବାଟ । ତେଣୁ କବାଟର ରଙ୍ଗ ଓ ଦିଗ ପ୍ରତି ମଧ୍ୟ ଧ୍ୟାନ ଦେବା ଆବଶ୍ୟକ ।
ସାଧାରଣତଃ ଲୋକେ କବାଟ ପଛପଟେ ପୁରୁଣା ପୋଷାକ ମଧ୍ୟ ଟାଙ୍ଗି କରି ରଖନ୍ତି । ଏହାସହ ଯେଉଁ ପୋଷାକକୁ ବ୍ୟବହାର କରୁନଥିଲେ କିମ୍ବା ଛିଣ୍ଡା ପୋଷାକକୁ ଆଦୌ ସେପରି ରଖନ୍ତୁ ନାହିଁ । ଏହାଦ୍ୱାରା ନକରାତ୍ମକ ଶକ୍ତି ପ୍ରବେଶ କରିଥାଏ ।

ଘରେ ଅନେକ ସମୟରେ କବାଟ ପଛରେ ଥିବା ହୁକ୍‌ରେ ଚାବିକୁ ଟାଙ୍ଗି କରି ରଖନ୍ତି । କବାଟ ଖୋଲିବା ସମୟରେ ଏଥିରୁ ଶବ୍ଦ ହୋଇଥାଏ । ବାସ୍ତୁ ଅନୁଯାୟୀ ଏହାଦ୍ୱାରା ନକରାତ୍ମକ ଶକ୍ତି ପ୍ରବେଶ କରି ଥାଏ ।
କବାଟ ପଛରେ ନୂଆ ଜୋତା ଚପଲ ମଧ୍ୟ ଟାଙ୍ଗି କରି ରଖନ୍ତୁ ନାହିଁ ।

  • Related Posts

    କାହିଁକି ହୋଇଥାଏ ପିଠି ଯନ୍ତ୍ରଣା ? କେମିତି କରିବେ ଏହାର ଉପଚାର ?

    ଆଜିକାଲି ଖରାପ ଜୀବନଶୈଳୀ ଯୋଗୁଁ ପିଠି ଯନ୍ତ୍ରଣା ବା ମାଂସପେଶୀ ଟାଣିହେବା ଏକ ସାଧାରଣ କଥା । ଯେଉଁମାନେ ଠିକ୍ ଭାବେ ବସନ୍ତି ନାହିଁ, ସେମାନଙ୍କ ଭିତରେ ପିଠି ଯନ୍ତ୍ରଣା ଭଳି ଗୁରୁତର ସମସ୍ୟା ଦେଖା ଦେଇଥାଏ । ଏହାବ୍ୟତୀତ ଶାରୀରିକ…

    Continue reading
    କେଉଁ ସମସ୍ୟା ଥିଲେ କଦଳୀ ଖାଇବା ଅନୁଚିତ୍‌

    ମେଦବହୁଳ ସମସ୍ୟା କଦଳୀରେ ଅଧିକ କ୍ୟାଲୋରି , କାର୍ବୋହାଇଡ୍ରେଟସ ଏବଂ ସୁଗାର ରହିଥାଏ । ଯ଼ାହା ମୋଟା ହେବାରେ ସହାୟକ ହୋଇଥାଏ। ତେଣୁ ମେଦବହୁଳ ସମସ୍ୟା ଦେଇ ଗତି କରୁଥିବା ଲୋକେ କଦଳୀଠୁ ଦୂରେଇ ରହିବା ଉଚିତ । ହାୟପରକେଲେମିଆ କଦଳୀରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ