ବିଏମସି କାର୍ୟ୍ୟାଳୟ ବାହାରେ କର୍ପୋରେଟରଙ୍କ ଧାରଣା

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ସାଧାରଣ ପରିଷଦ ବୈଠକ ବେଳେ ହଟ୍ଟଗୋଳ । ବିଭିନ୍ନ ୱାର୍ଡ ସମସ୍ୟାକୁ ନେଇ ଚାଲିଥିବା ବୈଠକରେ ହଟ୍ଟଗୋଳ ଦେଖିବାକୁ ମିଳିଛି । ଯାହାକୁ ନେଇ ବୈଠକ ବର୍ଜନ କରିଛନ୍ତି ୩୭ ନମ୍ବର ୱାର୍ଡ କର୍ପୋରେଟର ବନ୍ଦିତା ପାଲ । ବିଏମସି କାର୍ୟ୍ୟାଳୟ ବାହାରେ ଧାରଣାରେ ବସିଲେ ।
ଗତ ତିନି ବର୍ଷ ହେଲା ବୈଠକ ବସୁଛି ହେଲେ ୱାର୍ଡର ଉନ୍ନତି କି ଲୋକଙ୍କ ସମସ୍ୟାର ସମାଧାନ ବାବଦରେ କିଛି ନିଷ୍ପତ୍ତି ନିଆଯାଉନି । ବିଭିନ୍ନ ଏଜେନ୍ସି ଓ କଳି ଝଗଡ଼ାରେ ବୈଠକ ଶେଷ ହେଉଛି । ଜାଣିଶୁଣି ବିଭିନ୍ନ ବିକାଶମୂଳକ କାମକୁ ଅବହେଳା କରାଯାଉଛି ବୋଲି ବନ୍ଦିତା ପାଲ ଅଭିଯୋଗ କରିଛନ୍ତି । କର୍ପୋରେଟରମାନଙ୍କୁ କେବଳ ଚିଠି କରିବାକୁ କହି ସବୁ ବିଭାଗ ଚୁପ୍‌ ବସି ଯାଉଥିବା ଅଭିଯୋଗ ହୋଇଛି । ଆଉ ଚିଠି ବାବଦରେ ପ୍ରଶ୍ନ କଲେ କିଛି ଉତ୍ତର ମିଳୁନି । ବିକାଶ କଥା କହିଲେ ଅର୍ଥ ନଥିବା ଉତ୍ତର ମିଳୁଛି । ସରକାର ଦେଲେ ଖର୍ଚ୍ଚ କରାଯିବ ବୋଲି ବିଏମସି କହୁଥିବା ସେ ଅଭିଯୋଗ କରିଛନ୍ତି ।

  • Related Posts

    ବାଣୀବିହାର କ୍ୟାମ୍ପସରେ ଚେୟାର ଫିଙ୍ଗାଫିଙ୍ଗି ଓ ଭଙ୍ଗାରୁଜା

    ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଉତ୍ତେଜନା। ହ୍ୱାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପୂର୍ବରୁ ମୁହାଁମୁହିଁ ହୋଇଛନ୍ତି ABVP ଓ BCJD ପ୍ରାର୍ଥୀ। କ୍ୟାମ୍ପସ ଅଡିଟୋରିୟମରେ ଚେୟାର ଫିଙ୍ଗାଫିଙ୍ଗି ଓ ଭଙ୍ଗାରୁଜାକୁ ନେଇ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଛି। ସ୍ଥିତି ନିୟନ୍ତ୍ରଣ ପାଇଁ…

    Continue reading
    ଖୁବଶୀଘ୍ର ଦାୟିତ୍ବ ନେବେ ନବ ନିଯୁକ୍ତ ରାଜ୍ୟପାଳ

    ଭୁବନେଶ୍ୱର:ଖୁବଶୀଘ୍ର ଓଡ଼ିଆ ଆସି ଦାୟିତ୍ବ ନେବେ ନବ ନିଯୁକ୍ତ ରାଜ୍ୟପାଳ ବ୍ରଜ ମୋହନ ରାମ। ନୂଆ ନିଯୁକ୍ତି ମିଳିବା ପରେ ପ୍ରଥମ ଥର ଗଣମାଧ୍ୟମକୁ ପ୍ରତିକ୍ରିୟାରେ ସେ କହିଛନ୍ତି, ସମନ୍ବୟ ରକ୍ଷା କରି କାମ କରିବେ। ଲୋକଙ୍କ ସେବା କରିବେ। ପରିସ୍ଥିତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ