ବିଜୁ ଜନତା ଦଳର ଏସସି ସେଲ୍ ପୁନର୍ଗଠିତ

ଭୁବନେଶ୍ବର : ବିଜୁ ଜନତା ଦଳ ପକ୍ଷରୁ ଦଳର ଅନୁସୂଚିତ ଜାତି (SC) ସେଲ୍କୁ ନୂତନ ଭାବେ ପୁନର୍ଗଠିତ କରାଯାଇଛି । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନୂତନ ପଦାଧିକାରୀଙ୍କ ନାମ ଘୋଷଣା କରାଯାଇଛି । ଦଳର ସାଙ୍ଗଠନିକ କାର୍ଯ୍ୟକୁ ଦୃଢ଼ ଏବଂ ସକ୍ରିୟ କରିବା ପାଇଁ ମହେଶ ସାହୁ (ବରିଷ୍ଠ ସାଧାରଣ ସମ୍ପାଦକ)ଙ୍କୁ ବିଜେଡି ଏସସି ସେଲ ସଭାପତି ଭାବେ ଭାବେ ଦାୟିତ୍ୱ ପ୍ରଦାନ କରିଛନ୍ତି।

ସେହିପରି ଏସସି ସେଲର ଉପଦେଷ୍ଟା ଭାବେ ପ୍ରମିଳା ମଲ୍ଲିକ, ପଦ୍ମନାଭ ବେହେରା, ଗଣେଶ୍ୱର ବେହେରା, ଏବଂ ସ୍ନେହାଙ୍ଗିନୀ ଛୁରିଆ ରହିଛନ୍ତି। କାର୍ଯ୍ୟକାରୀ ସଭାପତି ଭାବେ ଚନ୍ଦ୍ର ସାରଥୀ ବେହେରା, ରାଜେନ୍ଦ୍ର କୁମାର ଦାସ, ଏବଂ ତୁଷାରକାନ୍ତି ବେହେରା ଏବଂ ଉପ-ସଭାପତି ଭାବେ ଡ. ରାଜଶ୍ରୀ ମଲ୍ଲିକ, ରମେଶ ଚନ୍ଦ୍ର ବେହେରା, ଡ. ପ୍ରମୋଦ କୁମାର ମଲ୍ଲିକ, ଶର୍ମିଷ୍ଠା ସେଠୀ, ଏବଂ ରଘୁରାମ ପାଡାଲଙ୍କୁ ଦାୟିତ୍ବ ଦିଆଯାଇଛି।

ସାଧାରଣ ସମ୍ପାଦକ ଭାବେ ଅଭିମନ୍ୟୁ ସେଠୀ, ମାଧବ ଧଡ଼ା, ସୁଦର୍ଶନ ହରିପାଲ, ନିହାର ରଞ୍ଜନ ବେହେରା, ଡ. ସଞ୍ଜୟ ଦାସ, ଅନୁସୂୟା ପାତ୍ର, ଏବଂ ଲଲିତା ନାୟକଙ୍କୁ ନିଯୁକ୍ତି ଦିଆଯାଇଛି।

  • Related Posts

    bjd target bjp over mmdr ବିଜେପି ହେଉଛି ବ୍ୟବସାୟୀ ମାନଙ୍କ ପାର୍ଟି:ବିଜେଡି

    ଭୁବନେଶ୍ୱର,: ଏମଏମଡିଆର ଆମେଣ୍ଡମେଣ୍ଟ ଆକ୍ଟ ସଂସଦରେ ପାରିତ ହେବା ଦ୍ୱାରା ଓଡ଼ିଶାର ବ୍ୟାପକ କ୍ଷତି ହେବ । ତେବେ ଓଡ଼ିଶାରୁ ନିର୍ବାଚିତ ହୋଇଥିବା ବିଜେପି ସାଂସଦ ମାନେ ଏ ବାବଦରେ ସଂସଦରେ ମୁଁହ ଖୋଲିଲେ ନାହିଁ । ଏନେଇ ବିଜୁ ଜନତା…

    Continue reading
    bjd target bjp ମନ୍ତ୍ରୀଙ୍କ ଛତ୍ରଛାୟାରେ ଗଂଜାମରେ ବୃଦ୍ଧି ପାଉଛି ଗୁଣ୍ଡାରାଜ: ବିଜେଡି

    ଭୁବନେଶ୍ୱର: ଶିଶୁ ଶ୍ରମିକ ଉଦ୍ଧାର ଘଟଣାରେ ପୋଲିସ ଉପରେ ଆକ୍ରମଣ କରି ବିଜେପି ଯୁବମୋର୍ଚ୍ଚା ସଭାପତି ବି.ସୋମନାଥ ପାତ୍ର ଗିରଫ ହୋଇଛନ୍ତି । ମନ୍ତ୍ରୀ ବିଭୂତି ଜେନାଙ୍କ ଛତ୍ରଛାୟାରେ ଗୁଣ୍ଡାଗର୍ଦ୍ଦି ଓ ଅସାମାଜିକ କାର୍ଯ୍ୟ ଜିଲ୍ଲାରେ ବୃଦ୍ଧି ପାଉଥିଲା ବେଳେ କାହିଁକି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ