ବିଜୁଳି ଘଡଘଡି: ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା। ବିଜୁଳି ଘଡଘଡି ନେଇ ପୁରା ରାଜ୍ୟକୁ ସତର୍କ ସୂଚନା। ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ। ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡା, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ରାୟଗଡା ଓ ଗଜପତିରେ ଝଡବର୍ଷା ସହ ୪୦ ରୁ ୫୦ କିମି ପବନ ବହିବାର ଆଶଙ୍କା ରହିଛି।

ଉପକୂଳ ଜିଲ୍ଲା ଓ ସଂଲଗ୍ନ ଆଭ୍ୟନ୍ତର ଅଞ୍ଚଳରେ ବି ଝଡ଼ବର୍ଷା ଆଶଙ୍କା ରହିଛି। ତେଣୁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତାକାଲି କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ ଓ କନ୍ଧମାଳରେ ବିଜୁଳି ଘଡଘଡି ସହ ଝଡ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।

  • Related Posts

    ସ୍କୁଲ ବହି ତ୍ରୁଟି:ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କ ସହିତ ତିନି ଜଣ ସହକାରୀ ନିର୍ଦେଶକ ନିଲମ୍ବିତ

    ୬ ଜଣ ସହକାରୀ ନିର୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଭୁବନେଶ୍ୱର: ସ୍କୁଲ ବହି ତ୍ରୁଟି ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଥିବା କମିଟି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରିପୋର୍ଟ ପ୍ରଦାନ କରିଛି। କମିଟିର ସୁପାରିଶ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ…

    Continue reading
    ଓଡ଼ିଶା ଶିଳ୍ପ ନୀତିରେ ବଡ଼ ସଂଶୋଧନ

    CII Eastern Regional Council ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଘୋଷଣା କଲେ – ‘Go East’ ପ୍ଲାଟଫର୍ମ ଭୁବନେଶ୍ୱର: ସିଆଇଆଇ – ଇଷ୍ଟର୍ଣ୍ଣ ରିଜିଓନାଲ କାଉନସିଲ ବୈଠକ ୨୦୨୬ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ରାଜ୍ୟର ଶିଳ୍ପ ବିକାଶ ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ