ବିଜେଡି ଛାଡ଼ିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ

ଭଦ୍ରକ: ଭଦ୍ରକରେ ବିଜୁ ଜନତା ଦଳ (ବିଜେଡି)କୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛିଫ ବରିଷ୍ଠ ରାଜନେତା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ ଦଳରୁ ଇସ୍ତଫା ଦେଇଛନ୍ତି।

ପ୍ରୟାସକାନ୍ତି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବାଥିବା ନେଇ ଘୋଷଣା କରିଛନ୍ତି। ଏହା ଯୋଗୁ ସ୍ଥାନୀୟ ଅଞ୍ଚଳର ରାଜନୈତିକ ଦୃଶ୍ୟପଟରେ ଏକ ପରିବର୍ତ୍ତନ ଆସିବ ବୋଲି ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

ପ୍ରୟାସକାନ୍ତି ୨୦୦୩ ମସିହାରେ ଭଦ୍ରକ ପୌରପାଳିକାର ଅଧ୍ୟକ୍ଷ ଭାବରେ କାର୍ୟ୍ୟ କରିବା ଏବଂ ପୂର୍ବରୁ ବିଜେଡିର ରାଜ୍ୟ ସମ୍ପାଦକ ଭାବରେ ଦାୟିତ୍ୱ ତୁଲାଇଥିଲେ। ଆଗାମୀ ନିର୍ବାଚନ ପୂର୍ବରୁ ପ୍ରୟାସକାନ୍ତିଙ୍କ ଦଳ ଛାଡିବା ଭଦ୍ରକରେ ଦଳର ସ୍ଥିତି ଉପରେ ପ୍ରଭାବ ପଡ଼ିବା ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି।

  • Related Posts

    ଡବଲ ଇଞ୍ଜିନ ସରକାର ଓଡ଼ିଶାର ଛବିକୁ ପୁରା ମଳିନ କରି ସାରିଲେଣି: ନବୀନ

    ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ସରକାରଙ୍କ ଉପରେ ଜୋରଦାର୍…

    Continue reading
    ଭଦ୍ରକର ୨ କଲେଜରେ ନିର୍ବାଚନ ବାତିଲ

    ଭଦ୍ରକ: ସମ୍ବେଦନଶୀଳ ପରିସ୍ଥିତି ଓ ନିର୍ବାଚନୀ ହିଂସା ଆଶଙ୍କାକୁ ଦୃଷ୍ଟିରେ ରଖି ଜିଲ୍ଲାର ଦୁଇଟି ମହାବିଦ୍ୟାଳୟରେ ନିର୍ବାଚନ ବାତିଲ କରାଯାଇଛି। ଭଦ୍ରକ ମହିଳା ମହାବିଦ୍ୟାଳୟ ଏବଂ ଭଣ୍ଡାରିପୋଖରୀ ବ୍ଲକ୍ ଅନ୍ତର୍ଗତ ନାଆମୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ନେଇ ନୋଟିସ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ