ବିଧାନସଭାରେ ବାଜିଲା ଘଣ୍ଟ

ଭୁବନେଶ୍ୱର: ବିଧାନସଭାରେ ବାଜିଲା ଘଣ୍ଟ । ବିଧାନସଭାକୁ ମୁଲତବି ଘୋଷଣା କଲେ ବାଚସ୍ପତି । ଆଜି ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଚାଲିପାରିନି ବିଧାନସଭା । ଆଉ ବିଧାନସଭାରେ ଦେଖିବାକୁ ମିଳିଛି ବିରୋଧୀଙ୍କ ନିଆରା ପ୍ରତିବାଦ । କଂଗ୍ରେସ ବିଧାୟକମାନେ କଳାସାର୍ଟ ଆଉ କଳାବ୍ୟାଚ୍ ପିନ୍ଧିବା ସହିତ ଘଣ୍ଟ ବଜେଇ ପ୍ରତିବାଦ କରିଛନ୍ତି । ତେବେ ବିରୋଧୀ ସଦସ୍ୟଙ୍କ ପ୍ରତିବାଦକୁ ବିଧାନସଭା ଲାଇଭ୍ ଷ୍ଟ୍ରିମିଂରେ ନ ଦେଖାଇବା ଏବଂ ପକ୍ଷପାତିତା ଅଭିଯୋଗ ଆଣି ବିଜେଡି ପ୍ରତିବାଦ କରିଛି । ସେହିପରି କଂଗ୍ରେସ ନାରୀ ସୁରକ୍ଷା ପ୍ରସଙ୍ଗରେ ଗୃହରେ ହୋହାଲ୍ଲା କରିଛି । ଖାସ୍ କରି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି, ଏହି ପ୍ରତିବାଦର ନେତୃତ୍ୱ ନେଇଛନ୍ତି । ତାରା ନିଜେ ଆଗରେ ରହି, ଘଣ୍ଟ ବଜେଇ ବିଧାନସଭାରେ ପ୍ରତିବାଦ କରିଛନ୍ତି । ଯାହାଫଳରେ ବାଚସ୍ପତି ଗୃହକୁ ଦିନ ସାଢେ ୧୧ଟା ଯାଏଁ ମୁଲତବି କରିଛନ୍ତି ।

  • Related Posts

    ବିଜେଡି ଛିଡୁଛି, ବିଜେପି ବଢ଼ୁଛି

    ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ବିଜେଡି ଗଡ଼ ଭୁଶୁଡି ଚାଲିଛି । କେତେବେଳେ ନେତା ଦଳ ଛାଡୁଛନ୍ତି ତ ଆଉ କେତେବେଳେ ନେତାଙ୍କୁ ଦଳ ବାହାର ରାସ୍ତା ଦେଖାଉଛନ୍ତି । ପରବର୍ତ୍ତି ସମୟରେ ସେହି ନେତାମାନେ ବିଜେପିରେ ମିଶୁଛନ୍ତି । ଯାହାଫଳରେ ଗୋଟିଏ…

    Continue reading
    ତେଜିବ ବିଜୁ ଲିଗାସୀ ରାଜନୀତି

    ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାଁକୁ ନେଇ ରାଜ୍ୟ ରାଜନୀତିରେ ଆଉ ଏକ ନୂଆ ସମୀକରଣ ପ୍ରସ୍ତୁତି ଚାଲିଛି । ଆସନ୍ତା ୧୭ ତାରିଖ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ । ଏହି ଅବସରରେ ସାମ୍ନାକୁ ଆସିବ ରାଜ୍ୟ ରାଜନୀତିର ନୂଆ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ