ବିଧାୟକଙ୍କ ଅଭିଯୋଗ ଶୁଣାଣି ଶିବିର

ଦେବଗଡ଼:ଦେବଗଡ଼ ଜିଲ୍ଲାର ରିଆମାଳ ବ୍ଲକ ସଦର ମହକୁମାରେ ବିଧାୟକଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ରିଆମାଳ ସ୍ଥିତ ଜିଲ୍ଲା ପରିଷଦ ଅଧ୍ୟକ୍ଷଙ୍କ ନିଜସ୍ୱ କାର୍ଯ୍ୟାଳୟରେ ଯୋଗ ଦେଇ ଜନସାଧାରଣଙ୍କ ୧୭ଟି ଅଭିଯୋଗ ଗ୍ରହଣ କରିଥିଲେ। ବିଶେଷ କରି ଗ୍ରାମାଞ୍ଚଳରେ ରାସ୍ତା ନିର୍ମାଣ ଓ ଉନ୍ନତିକରଣ,ଷ୍ଟ୍ରିଟ୍ ଲାଇଟ୍ ସଂଯୋଗ, ବିଦ୍ୟୁତ ସମସ୍ୟା ସମେତ ବିଭିନ୍ନ ସମସ୍ୟା ସଂପର୍କରେ ଜନସାଧାରଣ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଶିବିରରେ ଜିଲ୍ଲାପରିଷଦ ସଭାପତି କୌଶିକ ପ୍ରଧାନ, ବିଜେଡିର ରିଆମାଳ ବ୍ଲକର ପାଞ୍ଜିଆ ଭୋଇ ଉପସ୍ଥିତ ଥିଲେ।

  • Related Posts

    ଭିଜିଲାନ୍ସ ହାତରେ ଧରା ପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନଶ୍ୱେର : ଜମି ପଟ୍ଟା କରିବା ପାଇଁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଲେଶ୍ୱର ଖଇରା ତହସିଲର ତୁଡ଼ିଗାଡ଼ିଆ ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ସେଠୀ।…

    Continue reading
    ଡିଜିପି ଚୟନ ବିବାଦ; ଆଜି ସୁପ୍ରିମକୋର୍ଟରେ ହେବନି ଶୁଣାଣି

    ଓଡ଼ିଶା ଡିଜିପି ଚୟନ ବିବାଦ ନେଇ ସୁପ୍ରିକୋର୍ଟରେ ଶୁଣାଣି ପ୍ରସଙ୍ଗ। ଆଜି ହେବନାହିଁ ସୁପ୍ରିମକୋର୍ଟରେ ଶୁଣାଣି। ଆଜି ସୁପ୍ରିମକୋର୍ଟରେ ଶୁଣାଣି ଲାଗି ମାମଲା ତାଲିକାଭୁକ୍ତ କରାଯାଇନାହିଁ । ଡିଜିପି ଚୟନ ବିବାଦ ନେଇ ସୁପ୍ରିମକୋର୍ଟରେ ହୋଇଛି ଜନସ୍ବାର୍ଥ ମାମଲା। ପୋଲିସ୍ ଡିଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ