ବିପୁଳ ପରିମାଣର ବିସ୍ଫୋରକ ଜବତ

ବାଲେଶ୍ୱର: ବାଲେଶ୍ୱର ଜିଲା ଏନ୍‍ଏଚ୍‍-୧୬ ସୋର ଥାନା ଅଲ୍ଲିପୁର ନିକଟରୁ ବିସ୍ଫୋରକ ଜବତ ହୋଇଛି । କଟକରୁ ବାଲେଶ୍ୱର ଯାଉଥିଲା ପିକଅପ୍‍ ଭ୍ୟାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ସେଥିରେ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି ପୁଲିସ । ଦୁର୍ଘଟଣା ସ୍ଥଳରୁ ଡ୍ରାଇଭର ଫେରାର ହୋଇଥିବାବେଳେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଏତେ ପରିମାଣର ବିସ୍ଫୋରକ କେଉଁଠୁ ଓ କିପରି ଆସିଲା ତାହାର ଖୋଳତାଡ କରୁଛି ପୁଲିସ ।

  • Garvita Odia

    Related Posts

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ଭୁବନେଶ୍ୱର: ଏଫ୍‌ଏମ୍‌ କଲେଜ ଛାତ୍ରୀ ନିଜ ଦେହରେ ପେଟ୍ରୋଲ ଢ଼ାଳି ପୋଡ଼ିହେବାର ସପ୍ତାହେ ପରେ ପୁଣି ଘଟିଲା ବଳଙ୍ଗା ନାବାଳିକା ପୋଡ଼ି ମାମଲା ଯାହାକୁ ନେଇ ଖୋଲାରେ ପେଟ୍ରୋଲ୍‌ ବିକ୍ରିକୁ ନେଇ ଚିନ୍ତାରେ ପଡ଼ିଛନ୍ତି ରାଜ୍ୟ ସରକାର । ଆଗାମୀ ଦିନରେ…

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଭୁବନେଶ୍ୱର: ଖୋଲିଲା ୪୬ ମିଶ୍ରଣ ସ୍କୁଲ। ପୂର୍ବରୁ ମିଶ୍ରଣ ହୋଇଥିବା ୪୬ ସ୍କୁଲ ଖୋଲିଛି । ଆଗକୁ ଆଉ ୪ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି । ୪୬ ସ୍କୁଲ ମଧ୍ୟରୁ ଢେଙ୍କାନାଳ ରେ ସର୍ବାଧିକ ୨୨ ଟି ଥିବା ବେଳେ…

    Leave a Reply

    Your email address will not be published. Required fields are marked *

    You Missed

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲା, ୧୧ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲା, ୧୧ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ଉଦିତ ପ୍ରଧାନ ଗିରଫ ଘଟଣା: କଂଗ୍ରେସ କମିଟି ଗଠନ

    ଉଦିତ ପ୍ରଧାନ ଗିରଫ  ଘଟଣା: କଂଗ୍ରେସ କମିଟି ଗଠନ

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର