ବୁଧବାର ଶପଥ ନେବେ ମୁଖ୍ୟ ବିଚାରପତି

କଟକ : ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ହରିଶ ଟଣ୍ଡନ୍‌ ବୁଧବାର ଶପଥ ଗ୍ରହଣ କରିବେ। ହାଇକୋର୍ଟ ପରିସରରେ ପୂର୍ବାହ୍ଣ ୧୦ଟାରେ ଆୟୋଜନ ହେବାକୁ ଥିବା ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ରାଜ୍ୟପାଳ ହରିବାବୁ କମ୍ଭମ ପାଟି ଜଷ୍ଟିସ ଟଣ୍ଡନ୍‌ଙ୍କୁ ଶପଥପାଠ କରାଇବେ ବୋଲି ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି। ଏହି କାର୍ୟ୍ୟକ୍ରମରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀଙ୍କ ସହ ହାଇକୋର୍ଟର ବିଚାରପତି, ବିଚାର ବିଭାଗୀୟ ଅଧିକାରୀ ଏବଂ ଆଇନଜୀବୀମାନେ ଯୋଗଦେବେ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ଶୁକ୍ରବାର ସୁପ୍ରିମ୍‌କୋର୍ଟ କଲେଜିୟମ କରିଥିବା ଜଷ୍ଟିସ ଟଣ୍ଡନ୍‌ଙ୍କ ନିଯୁକ୍ତି ସୁପାରିସ ଉପରେ ରାଷ୍ଟ୍ରପତି ମୋହର ଲଗାଇଥିଲେ। ଜଷ୍ଟିସ ହରିଶ ଟଣ୍ଡନ୍‌ କଲକାତା ହାଇକୋର୍ଟର ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରୁଛନ୍ତି। ୨୦୧୦ ଏପ୍ରିଲ ୧୩ରେ କଲକାତା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।

  • Related Posts

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଚିକିତ୍ସା ସେବା ଯୋଗାଇ ଦେବାନେଇ ଆଡଭାନ୍ସ ଲାଇଫ ସପୋର୍ଟ ସିଷ୍ଟମ ଥିବା ୩ଟି ଅତ୍ୟାଧୁନିକ…

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ରାଉରକେଲା: ଆଇିଇଡ଼ି ବିସ୍ଫୋରଣରେ ରେଳୱେ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ସହୟତା ଘୋଷଣା ହୋଇଛି । ସିଏମ୍‌ଆରଏଫ୍‌ରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ୟ୍ୟରତ କି-ମ୍ୟାନ୍ ଇଟୁଆ ଓରାମଙ୍କ ପରିବାରକୁ ଆର୍ଥିକ ସହାୟତା…

    Leave a Reply

    Your email address will not be published. Required fields are marked *

    You Missed

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    କେନାଲକୁ ଖସିଲା କାର୍:୧୧ ମୃତ

    କେନାଲକୁ ଖସିଲା କାର୍:୧୧ ମୃତ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ