ବୃଦ୍ଧଙ୍କୁ ଦଳିଦେଲା ଦନ୍ତା

ଅନୁଗୋଳ:ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ସନ୍ତ୍ରୀ ପଞ୍ଚାୟତ ନଳଚନ୍ଦ୍ରପୁର ଗାଁରେ ହାତୀ ଘଉଡ଼ାଇବା ପାଇଁ ଯାଇଥିବାବେଳେ ବୃଦ୍ଧଙ୍କୁ ଦଳିଦେଲା ଦନ୍ତା।  ମୃତ ବ୍ୟକ୍ତି ଜଣଙ୍କ ହେଲେ ପ୍ରଫୁଲ୍ଲ ସାହୁ।ଜମିରେ ପଶି ହାତୀ ଧାନ ଫସଲ ନଷ୍ଟ କରୁଥିବା ପ୍ରଫୁଲ୍ଲ କୌଣସି ସୂତ୍ରରୁ ଖବର ପାଇଥିଲେ। ଗତକାଲି ରାତିରେ ପ୍ରଫୁଲ୍ଲ ବିଲକୁ ହାତୀ ଘଉଡ଼ାଇବା ପାଇଁ ଯାଇଥିଲେ। ଏହି ସମୟରେ ହାତୀଟି ତାଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ପ୍ରଫୁଲ୍ଲଙ୍କର ମୃତ୍ୟୁ ଘଟିଥିଲା।ପ୍ରଫୁଲ୍ଲଙ୍କ ମୃତ୍ୟୁ ପରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ପାଇଁ ସ୍ଥାନୀୟ ଲୋକେ ଦାବି କରିଥିଲେ। ପୁଲିସ ଓ ବନ ବିଭାଗ ପହଞ୍ଚି ବୁଝାସୁଝା କରିବା ସହ କ୍ଷତିପୂରଣ ଦେବା ପାଇଁ ପ୍ରତିଶ୍ରୁତି ଦେବା ପରେ ଉତ୍ତେଜନା ଥମିଥିଲା।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ