ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

ନୂଆଦିଲ୍ଲୀ: ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବା ପରେ ଜର୍ମାନୀରୁ ହାଇଦ୍ରାବାଦ ଅଭିମୁଖେ ଆସୁଥିବା ବିମାନ ଅବତରଣ କରିବା ବଦଳରେ ଫେରିଯାଇଛି । ବିମାନକୁ ବୋମା ଧମକ ମିଳିବା ପରେ ଭାରତୀୟ ବାୟୁସେନାରେ ପ୍ରବେଶ କରିନଥିଲା । ମଝି ଆକାଶରୁ ଫେରିଯାଇଛି ବିମାନ ଲୁଫଥାନସା ଫ୍ଲାଇଟ୍‍ । ବିମାନ LH752 ଫ୍ରାଙ୍କଫର୍ଟରୁ ଉଡାଣ ଭରିଥିବା ବେଳେ ଏହା ସୋମବାର ଦିନ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ କରିଥାନ୍ତା । ହେଲେ ଏଠାରେ ପ୍ରବେଶ କରିବା ପୂର୍ବରୁ ବୋମା ଧମକ ମିଳିବାରୁ ଜର୍ମାନୀକୁ ଫେରିଯାଇଥିବା ହାଇଦ୍ରାବାଦ ବିମାନବନ୍ଦରର ଜଣେ ଅଧିକାରୀ ସୂଚନା ଦେଇଛନ୍ତି ।

  • Garvita Odia

    Related Posts

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୨୭ ଜନଗଣନା ପାଇଁ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାର ଅର୍ଥ ଦେଶରେ ଜନଗଣନା ପାଇଁ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୦୧୧ ପରେ ପ୍ରଥମଥର ପାଇଁ ଦେଶରେ ଜନଗଣନା ହେବ।…

    ବିମାନ ଦୁର୍ଘଟଣା: ୩୩ଜଣଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର

    ନୂଆଦିଲ୍ଲୀ: ଅହମଦାବାଦ ବିମାନ ଦୁର୍ଘଟଣାରେ ଏଯାବତ ୮୦ଜଣଙ୍କ ଡିଏନଏ ନମୁନା ମିଶିଛି । ଅର୍ଥାତ ୮୦ଜଣଙ୍କ ମୃତଦେହକୁ ଚିହ୍ନଟ କରାଯାଇଛି । ସେଥିମଧ୍ୟରୁ ୩୩ଜଣଙ୍କ ମୃତଦେହକୁ ପରିବାୀ ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ଏହି ବିମାନ ଦୁର୍ଘଟଣାରେ ମୋଟ ଡିଏନଏ ନମୁନା…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !