ଭାଲୁ ଆକ୍ରମଣରେ ବାପାପୁଅ ମୃତ

ଉମରକୋଟ : ଭାଲୁ ଆକ୍ରମଣରେ ବାପାପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ଫରେଷ୍ଟ ଗାର୍ଡ ଗୁରୁତର ହୋଇଛନ୍ତି । ଏଭଳି ଏକ ଅଭାବନୀୟ ଘଟଣା କାଙ୍କେର ଜିଲା ଡଙ୍ଗରକଟା ଗାଁ ଜେଲାନକାସା ଜଙ୍ଗଲରେ ଘଟିଛି । ଜେଲାନକାସା ଜଙ୍ଗଲରେ ବାପାପୁଅ କାଠ ପାଇଁ ଯାଇଥିବା ବେଳେ ଭାଲୁର ଆକ୍ରମଣର ଶିକାର ହୋଇଛନ୍ତି । ଖବର ପାଇ ଉଭୟଙ୍କୁ ଉଦ୍ଧାର ପାଇଁ ଯାଇଥିବା ଜଣେ ବନ କର୍ମଚାରୀଙ୍କୁ ମଧ୍ୟ ଭାଲୁ ଆକ୍ରମଣ କରି ଲହୁଲୁହାଣ କରିଛି । ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟ ବନ କର୍ମଚାରୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

  • Related Posts

    ଦ୍ରୁତ ଗତିରେ ଆଗଉଛି ଓଡ଼ିଶାର ଶିଳ୍ପାୟନ ପ୍ରକ୍ରିୟା : ମୁଖ୍ୟମନ୍ତ୍ରୀ

    ମୁମ୍ବାଇ/ଭୁବନେଶ୍ୱର:ମୁମ୍ବାଇର ବମ୍ବେ ଏକ୍ସିବିସନ୍ ସେଣ୍ଟରଠାରେ ‘ଇଣ୍ଡିଆ କେମ୍ ୨୦୨୬’ (India Chem 2026)ର ୧୪ତମ ସଂସ୍କରଣ ଉଦ୍‌ଘାଟିତ ହୋଇଯାଇଛି। କେନ୍ଦ୍ର ରସାୟନ ଓ ସାର ମନ୍ତ୍ରଣାଳୟ ଏବଂ ଫିକି (FICCI)ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ତିନିଦିନିଆ ଶିଳ୍ପ ମହାକୁମ୍ଭରେ ଯୋଗଦେଇ…

    Continue reading
    ଆଜିଠୁ ଶ୍ରୀମନ୍ଦିରରେ ମହାକାର୍ତ୍ତିକ ନୀତି

    ପୁରୀ,: ଗୁରୁବାର ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀରୁ ଶ୍ରୀମନ୍ଦିରରେ ମହାକାର୍ତ୍ତିକ ନୀତିର ଶୁଭାରମ୍ଭ ହେବ । ଏହି ଅବସରରେ ଶ୍ରୀବିଗ୍ରହ ରାଧାଦାମୋଦର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ଠାକୁରଙ୍କୁ ସ୍ୱତନ୍ତ୍ର ବାଳଭୋଗ ଅର୍ପଣ କରାଯିବ । ଶ୍ରୀମନ୍ଦିର ନୀତି ନିର୍ଘଣ୍ଟ ଅନୁସାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି