ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

କେନ୍ଦୁଝର: ଭିଜିଲାନ୍ସ ଜାଲରେ କେନ୍ଦୁଝର ଭୂ-ବନ୍ଦୋବସ୍ତ କାର୍ୟ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡିବନ୍ଧୁ ବେହେରା । ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ ଦେବା ପାଇଁ ବୁଧବାର ୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ । ତାଙ୍କର ସରକାରୀ ଅଫିସ୍ ଓ ବାସଭବନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି ।
ଉକ୍ତ କର୍ମଚାରୀଙ୍କ ବିରୋଧରେ ପୂର୍ବରୁ ଅନେକ ଅଭିଯୋଗ ଭିଜିଲାନ୍ସ ନିକଟରେ ହୋଇଥିଲା ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ