ଭିଜିଲାନ୍ସ ଜାଲରେ କିରାଣି

କେନ୍ଦୁଝର : କେନ୍ଦୁଝର ଚମ୍ପୁଆ ସ୍ଥିତ ନିକଲସନ ଫରେଷ୍ଟ ଟ୍ରେନିଙ୍ଗ ସ୍କୁଲର କିରାଣୀ ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ। ଜଣେ ହିତାଧିକାରୀଙ୍କ ଏରିଅର ଓ ପେନସନ ପେପର କରାଇ ଦେବାକୁ ୭୦ ହଜାର ଲାଞ୍ଚ ମାଗିଥିଲେ। ହେଲେ ହିତାଧିକାରୀ ଏତେ ଦେଇ ପାରିବେ ନାହିଁ କହି ୩୦ ହଜାରରେ ରାଜି ହୋଇଥିଲେ କିରାଣି ରୁପଚାନ୍ଦ ନାଏକ। ତା ପରେ ହିତାଧିକାରୀ ଜଣଙ୍କ ଭିଜିଲାନ୍ସର ସହାୟତା ନେଇଥିଲେ। ଯୋଜନା ମୁତାବକ ବୁଧବାର କିରାଣି ରୁପଚାନ୍ଦ ନାଏକ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଥିଲା କେନ୍ଦୁଝର ଭିଜିଲାନ୍ସ।

  • Related Posts

    ମାନସିକ ବିକାରଗସ୍ତ ଯୁବତୀକୁ ଦୁଷ୍କର୍ମ

    ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇ ଥାନା ଗାଙ୍ଗପଡା ଗ୍ରାମରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ମାନସିକ ବିକାରଗସ୍ତ ଯୁବତୀକୁ ସେହି ଗ୍ରାମର ଜନୈକ ଯୁବକ ବଳପୂର୍ବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୁଲିସ ଘଟଣାରେ ଏକ ମାମଲା ରୁଜୁ ଅଭିଯୁକ୍ତ…

    Continue reading
    ରାଜଧାନୀରେ ହଣାକଟା

    ଭୁବନେଶ୍ୱର: ରାଜଧାନୀରେ ଅସାମାଜିକଙ୍କ ଆତଙ୍କରାଜ । ବିଳମ୍ବିତ ରାତିରେ ବୁଲିଲା ଖଣ୍ଡା । ଭୁବନେଶ୍ବରରେ ହଣାକଟା । ରାତିରେ ଘରକୁ ଫେରୁଥିବା ବେଳେ ଗାଙ୍ଗୁରାମ ମିଠା ଦୋକାନୀ ମିସ୍ତ୍ରୀଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । କିଛି ଦୁର୍ବୃତ୍ତ ଖଣ୍ଡାରେ ଗୋଡ଼ାଇ ଗୋଡ଼ାଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ