ଭିଜିଲାନ୍ସ ଜାଲରେ ଜଟଣୀ ପୌରପାଳିକା କାର୍ୟ୍ୟନିର୍ବାହୀ ଅଧିକାରୀ

ଜଟଣୀ: ଭିଜିଲାନ୍ସ ଜାଲରେ ଜଟଣୀ ପୌରପାଳିକା କାର୍ୟ୍ୟନିର୍ବାହୀ ଅଧିକାରୀ ସୂର୍ୟ୍ୟମଣି ପାଟ୍ଟଯୋଶୀ। ଆଜି ବଡ଼ି ଭୋରରୁ ତାଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ କରାଯାଉଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୌରପାଳିକା କାର୍ୟ୍ୟନିର୍ବାହୀ ଅଧିକାରୀ ସୂର୍ୟ୍ୟମଣି ପାଟ୍ଟଯୋଶୀଙ୍କ କାର୍ୟ୍ୟାଳୟ ସମେତ ତାଙ୍କର ଗଞ୍ଜାମ ସୋରଡ଼ା ସ୍ଥିତ ବାସ ଭବନ, ଅଫିସ୍ କାର୍ୟ୍ୟାଳୟରେ ଚଢ଼ଉ କରୁଛି ଭିଜିଲାନ୍ସ ଟିମ୍। ଜଟଣୀ ସ୍ଥିତ ଅଫିସ୍ କାର୍ୟ୍ୟାଳୟରେ ବର୍ତ୍ତମାନ ଚଢ଼ଉ ଜାରି ରହିଛି।
ଅଫିସ୍ କାର୍ୟ୍ୟାଳୟରେ ଭିଜିଲାନ୍ସ ଟିମ୍ ଫାଇଲ୍ ପତ୍ର ଯାଞ୍ଚ କରୁଛି ଭିଜିଲାନ୍ସ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୌରପାଳିକା କାର୍ୟ୍ୟନିର୍ବାହୀ ଅଧିକାରୀ ସୂର୍ୟ୍ୟମଣି ପାଟ୍ଟଯୋଶୀଙ୍କ କାର୍ୟ୍ୟାଳୟ ସମେତ ତାଙ୍କର ଗଞ୍ଜାମ ସୋରଡ଼ା ସ୍ଥିତ ବାସ ଭବନ, ଅଫିସ୍ କାର୍ୟ୍ୟାଳୟରେ ଚଢ଼ଉ କରୁଛି ଭିଜିଲାନ୍ସ ଟିମ୍। ଜଟଣୀ ସ୍ଥିତ ଅଫିସ୍ କାର୍ୟ୍ୟାଳୟରେ ବର୍ତ୍ତମାନ ଚଢ଼ଉ ଜାରି ରହିଛି। ଅଫିସ୍ କାର୍ୟ୍ୟାଳୟରେ ଭିଜିଲାନ୍ସ ଟିମ୍ ଫାଇଲ୍ ପତ୍ର ଯାଞ୍ଚ କରୁଛି ଭିଜିଲାନ୍ସ। ଏଣେ ସୋରଡ଼ାରେ ତାଙ୍କର ତିନିଟି ଘର ରହିଛି, ଯାହାକୁ ସେ ଭଡ଼ା ସୂତ୍ରରେ ଦେଇଥିବାର ସୂଚନା ରହିଛି। ‌ତେଣେ ତାଙ୍କ ସଂପର୍କୀୟଙ୍କ ଘରେ ବି ଭିଜିଲାନ୍ସ ଟିମ୍ ଚଢ଼ାଉ କୁଥିବା ଜଣାଯାଇଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।
ଏଣେ ସୋରଡ଼ାରେ ତାଙ୍କର ତିନିଟି ଘର ରହିଛି, ଯାହାକୁ ସେ ଭଡ଼ା ସୂତ୍ରରେ ଦେଇଥିବାର ସୂଚନା ରହିଛି। ‌ତେଣେ ତାଙ୍କ ସଂପର୍କୀୟଙ୍କ ଘରେ ବି ଭିଜିଲାନ୍ସ ଟିମ୍ ଚଢ଼ାଉ କରୁଥିବା ଜଣାଯାଇଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ