ଭିଜିଲାନ୍ସ ପଞ୍ଝାରେ ଏଆରଆଇ

ଭୁବନେଶ୍ୱର: ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ ଏଆରଆଇ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ଇଜଓ ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।

କୋରାପୁଟ ଓ ଜୟପୁର ସମେତ ୮ଟି ସ୍ଥାନରେ ହୋଇଛି ଏକକାଳୀନ ଚଢାଉ। ବୋରିଗୁମ୍ମାସ୍ଥିତ ଦୁଇ ମହଲା କୋଠା, ସମ୍ପର୍କୀୟଙ୍କ ଘର ସହ ଝିଅ ରହୁଥିବା ଭଡା ଘରେ ଚାଲିଛି ରେଡ୍।ଏହାସହ ରନସପୁରରେ ପୈତୃକ ଘର, ବୋରିଗୁମ୍ମା ମାର୍କେଟ କମ୍ପ୍ଲେକ୍ସ ସହ କୁମୁଲିର ଅଫିସରେ ମଧ୍ୟ ଚଢଉ ଚାଲିଛି। ରେଡରେ ୩ଜଣ ଡିଏସପି, ୭ଜଣ ଇନସ୍ପେକ୍ଟର୍, ୫ଜଣ ଏଏସଆଇ ସାମିଲ୍ ହୋଇଛନ୍ତି।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା