ଭୁବନେଶ୍ବରରେ ପହଞ୍ଚିଲେ ପିଏମ୍‌ ମୋଦୀ

ଭୁବନେଶ୍ବର: ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ପାଳନ ପାଇଁ ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶୁକ୍ରବାର ଅପରାହ୍ନ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହା ପରେ ପ୍ରଧାନମନ୍ତ୍ରୀ ଜନତା ମଇଦାତରେ ଆୟୋଜିତ ମେଗା ସୋ ଅଭିମୁଖ୍ୟ ବାହାରିଛନ୍ତି। ଏହି ସମୟରେ ପିଏମ ବିଶାଳ ରୋଡ ସୋ କରିବେ । ଏହା ପରେ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶାକୁ ୧୯ ହଜାର କୋଟିର ପ୍ରକଳ୍ପ ଭେଟିଦେବ।

ବିମାନବନ୍ଦରରୁ ଜନତା ମଇଦାନ ଭିତରେ ୨୮ଟି ଜାଗାରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ ପାଇଁ ସ୍ୱତନ୍ତ୍ର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ବିମାନବନ୍ଦରଠାରୁ ଜନତା ମଇଦା ଯାଏ ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ଅଧିକାରୀଙ୍କ ନିୟୋଜିତ କରାଯାଇଛି।

  • Related Posts

    ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖ ବୃଦ୍ଧି

    ଭୁବନେଶ୍ବର: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ।…

    Continue reading
    କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ମାଲକାନଗିରିରୁ ମୋଟୁ ଯୋଗାଯୋଗ ବିଚ୍ଛିନ୍ନ

    ମାଲକାନଗିରି,02/09: ମାଲକାନଗିରି ଜିଲ୍ଲାରେ ବିଳମ୍ବିତ ରାତି ବର୍ଷାରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଯାହାଫଳରେ ମୋଟୁ ସହ ପଡ଼ୋଶୀ ରାଜ୍ୟ ଆନ୍ଧ୍ର ଓ ତେଲାଙ୍ଗାନାକୁ ମଧ୍ୟ ଯୋଗାଯୋଗ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖ ବୃଦ୍ଧି

    କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ମାଲକାନଗିରିରୁ ମୋଟୁ ଯୋଗାଯୋଗ ବିଚ୍ଛିନ୍ନ

    ବିହାର ଏସଆଇଆର: ସେପ୍ଟେମ୍ବର ୧ ପରେ ଅଭିଯୋଗ ଗ୍ରହଣ କରିବାକୁ ଇସିଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦେଶ

    ଭୁବନେଶ୍ବର, ପୁରୀ, କଟକ ଓ ପାରାଦ୍ବୀପକୁ ସଂଯୋଗ କରିବ ରାଜ୍ୟର ପ୍ରଥମ କ୍ବାଡ୍ ସିଟି କାର୍ଯ୍ୟକ୍ରମ

    ଦଳୀୟ ଭିତ୍ତିରେ ହୋଇଛି NAC ଚୟନ:ବିଜେଡି

    ଦଳୀୟ ଭିତ୍ତିରେ ହୋଇଛି NAC ଚୟନ:ବିଜେଡି

    ଇଗ୍ନୋର ନାମଲେଖା ଅବଧି ସେପ୍ଟେମ୍ବର ୧୫କୁ ବଢିଲା

    ଇଗ୍ନୋର ନାମଲେଖା ଅବଧି ସେପ୍ଟେମ୍ବର ୧୫କୁ ବଢିଲା