ଭୁବନେଶ୍ଵରରେ ସିରିଜ ଦୁର୍ଘଟଣା

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ରବିବାର ସକାଳେ ସିରିଜ ଦୁର୍ଘଟଣା ଘଟିଛି। ଗୋଟିଏ କାର ଅନ୍ୟ ୨ଟି କାର ଏବଂ ଏକ ଅଟୋକୁ ଧକ୍କା ଦେବା ଫଳରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। କାର ଚାଳକ ଜଣ ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଳାଉଥିବାରୁ ଏହି ଦୁର୍ଘଟଣା ଘଟିଥିବା ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି।
ୟୁନିଟ-୨ ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ନିଶାସକ୍ତ କାର ଚାଳକ ଦ୍ରୁତ ଗତିରେ ଆସି ରାସ୍ତାପାର୍ଶ୍ବରେ ପାର୍କିଂ ହୋଇଥିବା ୨ଟି କାର ଏବଂ ଏକ ଅଟୋକୁ ଧକ୍କା ଦେଇଥିଲେ। ପରେ ଏକ ସରକାରୀ କ୍ଵାର୍ଟର୍ସ ଭିତରକୁ ଗାଡ଼ି ପଶିଯାଇଥିଲା। ଗୁରୁତର ଅବସ୍ଥାରେ ଅଟୋ ଚାଳକ, କାର ଚାଳକଙ୍କ ସମେତ ୩ ଜଣଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ