ଭୁବନେଶ୍ୱର ବିମାନବନ୍ଦରରୁ ସାପ,କଇଁଛ, ଗୋଧି ଓ ଏଣ୍ଡୁଅ ଉଦ୍ଧାର

ଭୁବନେଶ୍ବର: ବିମାନରେ ଚାଲାଣ ହେଉଥିଲା ସାପ । ଭୁବନେଶ୍ୱର ବିମାନବନ୍ଦରରୁ ସାପ ଜବତ ହୋଇଛି । ବିସ୍କୁଟ ଡ଼ବାରେ ଚାଲାଣ ହେଉଥିଲା ସାପ । ୯ଟି ସାପ ସାଙ୍ଗକୁ କଇଁଛ, ଗୋଧି ଓ ଏଣ୍ଡୁଅ ଉଦ୍ଧାର କରାଯାଇଛି । ବ୍ୟାଙ୍କକ୍‌ରୁ ଚେନ୍ନାଇ ଭାୟା ଭୁବନେଶ୍ୱର ଦେଇ ହେଉଥିଲା ଚାଲାଣ । ଚେନ୍ନାଇର ଜଣେ ଯୁବକଙ୍କୁ ଅଟକ ରଖି କଷ୍ଟମ ବିଭାଗର ପଚରାଉଚରା ଜାରି ରହିଛି । ସିଟି ଫରେଷ୍ଟର ଟିମ୍ ଜରିଆରେ ତଦନ୍ତ ଜାରି ରହିଛି ।
ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ବିମାନ ବନ୍ଦରରୁ ବହୁରୂପୀ ଏଣ୍ଡୁଅ, ଗୋଧି, ସାପ ଓ କଇଁଛ ଜବତ ହୋଇଛି । ବ୍ୟାଙ୍କକ୍‌ରୁ ବିମାନ ଯୋଗେ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରକୁ ଆସିଥିଲା । ବିମାନ ବନ୍ଦର ପହଞ୍ଚିବା ପରେ କଷ୍ଟମ ବିଭାଗ ଧରିଥିଲା । ୯ଟି ସାପ, ୧୦ଟି ବହୁରୂପୀ ଏଣ୍ଡୁଅ, ୧୨ଟି କଇଁଛ ବିକ୍ରି ପାଇଁ ଲଗେଜ୍‌ରୁରେ ଭର୍ତ୍ତି କରି ଆଣିଥିଲେ ଯୁବକ । ଚେକିଂ ସମୟରେ କଷ୍ଟମ ବିଭାଗ ହାତରେ ଧରା ପଡ଼ିଥିଲେ ଯୁବକ । ଯୁବକ ଜଣଙ୍କ ହେଲେ ତାମିଲନାଡୁର ଶଙ୍କର ମୂର୍ଗନ୍ । କଷ୍ଟମ ବିଭାଗ ତାଙ୍କ ପାସପୋର୍ଟକୁ ଜବତ କରିଛି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ