‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୬’ ଉପଲକ୍ଷେ ୱାକାଥନ୍

ଭୁବନେଶ୍ୱର,୨୧/୦୧/୨୬: ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬ ଉପଲକ୍ଷେ ଆଜି ସକାଳ ୬.୩୦ ମିନିଟ୍ ସମୟରେ ଏକ ସଚେତନତା ପଦଯାତ୍ରା (ୱାକାଥନ) ଅନୁଷ୍ଠିତ ହୋଇଯାଇଛି । ଏହି ୱାକାଥନକୁ ମାନ୍ୟବର ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । କଳିଙ୍ଗ ଷ୍ଟାଡିୟମ ଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ଏହି ସଚେତନତା ପଦଯାତ୍ରା ଆୟୋଜିତ ହୋଇଥିଲା । ଏଥିରେ ଅଂଶଗ୍ରହଣ କରିଥିବା ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମତ୍ସ୍ୟଚାଷ ଓ ପ୍ରାଣିପାଳନର ସମ୍ପର୍କରେ ଜନସଚେତନତା ପାଇଁ ପ୍ଲାକାର୍ଡ ମାଧ୍ୟମରେ ବାର୍ତ୍ତା ବାଣ୍ଟିଥିଲେ । ଏହି ୱାକାଥନରେ ମାନ୍ୟବର ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ମାନ୍ୟବର କୋରେଇ ବିଧାୟକ ଶ୍ରୀ ଆକାଶ ଦାସ ନାୟକ, ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସାଦ୍ଦିକ ଆଲାମ, ପ୍ରାଣିପାଳନ ଓ ପ୍ରାଣିଚିକିତ୍ସା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ, ବିଭାଗୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Related Posts

ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

Continue reading
ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

Continue reading

Leave a Reply

Your email address will not be published. Required fields are marked *

You Missed

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ