ମନ୍ କି ବାତ୍ କାର୍ୟ୍ୟକ୍ରମ ଶୁଣିଲେ ମୁଖ୍ୟମନ୍ତ୍ରୀ

ମନ୍ କି ବାତ୍ କାର୍ୟ୍ୟକ୍ରମ ଶୁଣିଲେ ମୁଖ୍ୟମନ୍ତ୍ରୀଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୨୫ତମ ମନ୍ କି ବାତ୍ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପଟିଆ ଶିଶୁ ବିହାର ପାର୍କରେ ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ସହ ମନ୍ କି ବାତ୍ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ। ଏଠାରେ ଏକାମ୍ର ବିଧାୟକ ବାବୁ ସିଂ, ବିଜେପି ନେତା ପ୍ରିୟଦର୍ଶୀ ମିଶ୍ର ଓ ଅନ୍ୟ କାର୍ୟ୍ୟକର୍ତ୍ତା ଉପସ୍ଥିତ ଥିଲେ।ଭୁବନେଶ୍ଵର ମଧ୍ୟ ନିର୍ବାଚନ ମଣ୍ଡଳୀରେ ଆୟୋଜିତ ହୋଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ” ମନ କି” ବାତ କାର୍ୟ୍ୟକ୍ରମ। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କାର୍ୟ୍ୟକ୍ରମରେ ଯୋଗ ଦେଇଛନ୍ତି। ୱାର୍ଡ ନମ୍ୱର୍ ୩୯ ରେ ଆୟୋଜିତ କାର୍ୟ୍ୟକ୍ରମରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଏବଂ ରାଜ୍ୟ ସଭାପତିଙ୍କ ସମେତ ବହୁ ବିଜେପି କାର୍ୟ୍ୟକର୍ତ୍ତା ଉପସ୍ଥିତ ଥିଲେ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ